୨ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ଶିରସ୍ତା ଗାଁରେ ୨ଜଣ ବ୍ୟକ୍ତିଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଖାଦ୍ୟ କିମ୍ବା ପାନୀୟରେ ବିଷକ୍ରିୟା ଯୋଗୁ ଉଭୟଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ମୃତକ ଦ୍ୱୟ ହେଲେ ସିରସ୍ତା ଗାଁର ବିଭୂତି ସାମଲ ଓ ଗୋପବନ୍ଧୁ ସାମଲ। ଗତକାଲି ରାତିରେ ଉଭୟ ରାତ୍ରି ଭୋଜନ ଖାଇବା ପରେ ଛାତି ଓ ପେଟରେ ଯନ୍ତ୍ରଣା ଅନୁଭବ କରିଥିଲେ। ଉଭୟଙ୍କୁ ପ୍ରଥମେ ପାଟକୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ କେନ୍ଦ୍ରପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।ସେଠାରେ ଚିକିସାଧୀନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ଘଟିଛି। ତେବେ ଉଭୟଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପ୍ରକୃତ ସତ ଜଣାପଡ଼ିବ ବୋଲି ସୂଚନା ମିଳିଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ