୨ ସପ୍ତାହ ଆଇପିଏଲ୍ ଖେଳିବେନି ଧୋନୀ !

ନୂଆଦିଲ୍ଲୀ : ଇଣ୍ଡିଆନ୍ ପ୍ରିମିୟର ଲିଗର ୧୯ତମ ସିଜିନ୍ ୨୮ ମାର୍ଚ୍ଚ ଅର୍ଥାତ୍ ଶନିବାରରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ମ୍ୟାଚ୍ ଆରସିବି ଏବଂ ହାଇଦ୍ରାବାଦ ମଧ୍ୟରେ ଖେଳାଯିବାକୁ ସ୍ଥିର ହୋଇଛି। ଏହା ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ ପ୍ରଶଂସକଙ୍କ ପାଇଁ ନିରାଶାଜନକ ଖବର ଆସିଛି। ମହେନ୍ଦ୍ର ସିଂହ ଧୋନୀ ଆଇପିଏଲ୍ ୨୦୨୬ରୁ ବାଦ ପଡ଼ିଛନ୍ତି। ସେ ଟୁର୍ଣ୍ଣାମେଣ୍ଟର ପ୍ରଥମ ଦୁଇ ସପ୍ତାହରୁ ବାଦ୍ ପଡ଼ିଛନ୍ତି। ଏହା ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ତାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଝଟକା। ସିଏସକେ ମାର୍ଚ୍ଚ ୩୦ ତାରିଖରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ଖେଳିବାର କାର୍ୟ୍ୟକ୍ରମ ରହିଛି।

ମିଳିଥିବା ସୂଚନାନୁଯାୟୀ, ୨ ସପ୍ତାହ ପାଇଁ ଆଇପିଏଲ୍ ଖେଳି ନ ପାରନ୍ତି ଧୋନୀ। ଆହତ ହୋଇଥିବା କାରଣରୁ ପ୍ରଥମ ୨ ସପ୍ତାହ ଖେଳି ନ ପାରନ୍ତି। ଏନେଇ ଚେନ୍ନାଇ ସୁପର କିଙ୍ଗସ ବୟାନ ଜାରି କରିଥିବା ସୂଚନା ମିଳିଛି। ଚେନ୍ନାଇ ସୁପର କିଙ୍ଗ୍ସ ମହେନ୍ଦ୍ର ସିଂହ ଧୋନୀଙ୍କ ଆହତ ସମ୍ପର୍କରେ ଏକ ଆନୁଷ୍ଠାନିକ ବିବୃତ୍ତି ଜାରି କରିଛି।

  • Related Posts

    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading
    ଆଜି ରାଜସ୍ଥାନକୁ ଭେଟିବ ଚେନ୍ନଇ

    ଗୁଆହାଟୀ: ଆଇପିଏଲର ୧୯ତମ ସଂସ୍କରଣର ସୋମବାର ତୃତୀୟ ମ୍ୟାଚ ଗୁଆହାଟୀର ଆସାମ କ୍ରିକେଟ ଆସୋସିଏସନ ଗ୍ରାଉଣ୍ଡ​‌ରେ ଦୁଇ ପୂର୍ବତନ ଚମ୍ପିଆନ ରାଜସ୍ଥାନ ରୟାଲ୍‌ସ ଓ ଚେନ୍ନଇ ସୁପରକିଙ୍ଗ୍‌ସ ମୁହାଁମୁହିଁ ହେବେ। ୧୧ ବର୍ଷ ଧରି ରାଜସ୍ଥାନ ରୟାଲ୍‌ସରୁ ଖେଳି ଆସୁଥିବା ସଞ୍ଜୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ