୩ଟା ୩୦ ମିନିଟରେ ଲୋକସେବା ଭବନରେ ବସିବ ବୈଠକ,କାହିଁକି ଜାଣନ୍ତୁ

ଭୁବନେଶ୍ବର: ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ବଡ଼ ବୈଠକ ଡାକିଲେ ରାଜ୍ୟ ସରକାର । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ବୁଧବାର ଅପରାହ୍ନ ୩ଟା ୩୦ ମିନିଟରେ ଲୋକସେବା ଭବନରେ ବସିବ ବୈଠକ । ରେରା ଆଇନ ସହ ଜଡ଼ିତ ୫ଟି ବିଷୟ ବସ୍ତୁକୁ ନେଇ ବୈଠକରେ ଆଲୋଚନା ହେବ ।

ଏହି ବୈଠକରେ ନଗର ଉନ୍ନୟନ ବିଭାଗ, ରାଜସ୍ୱ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗ ସମେତ ଓରେରା, ବିଡ଼ିଏ, ବିଏମସି, ଟାଉନ ପ୍ଲାନିଂ, ୱାଟକୋ ଭଳି ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେବାର କାର୍ୟ୍ୟକ୍ରମ ରହିଛି ।

  • Garvita Odia

    Related Posts

    ବୁଣାକାର ସେବା କେନ୍ଦ୍ର ସହ ମିଶନ ଶକ୍ତିର ବୁଝାମଣାପତ୍ର ସ୍ୱାକ୍ଷରିତ

    ଭୁବନେଶ୍ୱର: ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଆଗକୁ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତବ୍ୟକ୍ତ କରିଛନ୍ତି । ମିଶନ ଶକ୍ତି ଭବନର ଅଡିଟରିୟମ ହଲରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କ ଉପସ୍ଥିତିରେ ବୁଣାକାର ମା ଓ…

    କେନ୍ଦ୍ର ଶକ୍ତି ମନ୍ତ୍ରୀଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଦିଲ୍ଲୀରେ କେନ୍ଦ୍ର ଶକ୍ତି, ଗୃହ ଏବଂ ସହରୀ ବ୍ୟାପାର ମନ୍ତ୍ରୀ ମନୋହର ଲାଲଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଆଲୋଚନା କରିଛନ୍ତି ଏବଂ…

    Leave a Reply

    Your email address will not be published. Required fields are marked *

    You Missed

    ବୁଣାକାର ସେବା କେନ୍ଦ୍ର ସହ ମିଶନ ଶକ୍ତିର ବୁଝାମଣାପତ୍ର ସ୍ୱାକ୍ଷରିତ

    ବୁଣାକାର ସେବା କେନ୍ଦ୍ର ସହ ମିଶନ ଶକ୍ତିର ବୁଝାମଣାପତ୍ର ସ୍ୱାକ୍ଷରିତ

    କେନ୍ଦ୍ର ଶକ୍ତି ମନ୍ତ୍ରୀଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ

    କେନ୍ଦ୍ର ଶକ୍ତି ମନ୍ତ୍ରୀଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ

    ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ଭିତ୍ତିଭୂମି ବିକାଶ ନେଇ ବୁଝାମଣା

    ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନର ଭିତ୍ତିଭୂମି ବିକାଶ ନେଇ ବୁଝାମଣା

    ଭୁବନେଶ୍ୱରରେ ହେବ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟି ଅଧ୍ୟକ୍ଷ ସମ୍ମିଳନୀ

    ଭୁବନେଶ୍ୱରରେ ହେବ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟି ଅଧ୍ୟକ୍ଷ ସମ୍ମିଳନୀ

    ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

    ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

    ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ ସମୀକ୍ଷା ବୈଠକ

    ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ ସମୀକ୍ଷା ବୈଠକ