୩୦ରୁ ଓଡ଼ିଶା ଗସ୍ତରେ ଆସିବେ ମୋହନ ଭାଗବତ

ଭୁବନେଶ୍ୱର : ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସଂଘଚାଳକ ଡ.ମୋହନ ଭାଗବତ ଆସନ୍ତା ୩୦ରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ୟ୍ୟକ୍ରମ ରହିଛି। ୩୦ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ଜୟଦେବ ଭବନରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପୂର୍ବତନ ପ୍ରାନ୍ତ ସଂଘଚାଳକ ଶିବରାମ ମହାପାତ୍ରଙ୍କ ସ୍ମୃତି ଉଦ୍ଦେଶ୍ୟରେ ଅନୁଷ୍ଠିତ ହେବାକୁ ଥିବା ଏକ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେବେ। ଜାନୁଆରୀ ୩୧ରୁ ଫେବୃଆରୀ ୩ ପର୍ୟ୍ୟନ୍ତ ଉତ୍କଳ ବିପନ୍ନ ସହାୟତା ସମିତି ଠାରେ ଅନୁଷ୍ଠିତ ହେବାକୁ ଥିବା ସଂଗଠନର ସାଂଗଠନିକ କାର୍ୟ୍ୟର ସମୀକ୍ଷା ଓ ସଂଘର ଶତାବ୍ଦୀବାର୍ଷିକୀ ବୈଠକରେ ଯୋଗଦେବେ ବୋଲି ସଂଘର ଓଡିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ କୁମାର ପଣ୍ଡା ସୂଚନା ଦେଇଛନ୍ତି।

  • Related Posts

    ରବିବାର ଆସିବେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ୱର: ରବିବାର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଖୋର୍ଦ୍ଧାରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଗ୍ରୀନ୍ ଫିଲ୍ଡ୍ ଡାଟା ସେଣ୍ଟର ଓ ପ୍ରଶିକ୍ଷଣ ସଂସ୍ଥାର ଉଦଘାଟନ କରିବେ । ତେଣୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସଜେଇ ହେଉଛି ଆରବିଆଇ ଗ୍ରୀନ୍…

    Continue reading
    କୋଟିଆ ଯିବେ ବିଜେଡି ପ୍ରତିନିଧିମଣ୍ଡଳୀ

    ଭୁବନେଶ୍ବର : ଶୁକ୍ରବାର ବିଜେଡିର ଏକ ପ୍ରତିନିଧି ଦଳ କୋଟିଆ ଯିବ। ଆନ୍ଧ୍ରପ୍ରଦେଶ ପକ୍ଷରୁ କୋଟିଆରେ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପର ବିରୋଧ କରିବା ଉଦ୍ଦେଶ୍ୟରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ପ୍ରତିନିଧିମଣ୍ଡଳୀ କୋଟିଆ ପଞ୍ଚାୟତ ଗସ୍ତ କରିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି