୩୦ ମିନିଟ୍ ଚାଲିଲେ ଲାଭ କଣ ?

ଚାଲିବା ଦେହ ପାଇଁ ହିତ କାରକ । ଚାଲିଲେ ମଣିଷ ଶରୀର ସୁସ୍ଥ ରୁହେ । ପ୍ରତିଟି ଲୋକ ନିଜ ଦୈନନ୍ଦୀନ ଜୀବନରେ ଚାଲିବା ନିହାତି ଦରକାର ବୋଲି ବାରମ୍ବାର ପରାମର୍ଶ ଦେଉଥିବା ବେଳେ ଆମେ ଅନେକ ସମୟରେ ଆଜି ଚାଲିବି କାଲିଠୁ ଚାଲିବି କହି ନିଜକୁ ଠକୁଥାଉ ଏବଂ ଡେରି ଯାଏଁ ଶୋଇ ରହୁ…

 

ବ୍ୟସ୍ତବହୁଳ ଜୀବନ ଏବଂ ପରିବର୍ତ୍ତିତ ଜୀବନଶୈଳୀ ଭିତରେ ଜାଣନ୍ତୁ ପ୍ରତିଦିନ ଚାଲିଲେ ଶରୀର ପାଇଁ ଲାଭ କଣ ? ଚାଲିବା ଆମ ଦେହ ପାଇଁ କେତେ ଉପକାରୀ ?

 

 

-ଆପଣ ଯଦି ବ୍ୟାୟାମ କରିବାକୁ ଚାହୁଁ ନାହାନ୍ତି ତେବେ ପ୍ରତିଦିନ ୩୦ ମିନିଟ୍ ଚାଲନ୍ତୁ

-ଦୈନିକ ୩୦ ମିନିଟ୍ ଚାଲିଲେ ମଣିଷ ଉଭୟ ଶାରୀରିକ ଏବଂ ମାନସିକ ଭାବେ ସୁସ୍ଥ ରୁହେ

-ହୃଦରୋଗ ସମସ୍ୟା ଦୂର କରେ, ଶରୀରର ଓଜନ ନିୟନ୍ତ୍ରଣରେ ରୁହେ

-ଚାଲିବା ଦ୍ୱାରା ମଣିଷ ଚାପମୁକ୍ତ ରୁହେ

-ମାଂସପେଶୀ ଏବଂ ହାଡ ଶକ୍ତ ହୁଏ

-ଖାଇବା ପରେ ୩୦ ମିନିଟ୍ ଚାଲିବା ଶରୀରର ହଜମ ଶକ୍ତି ବଢାଏ

-ଚାଲିବା ଦ୍ୱାରା ମନ ହାଲକା ହୁଏ, ସୃଜନଶୀଳ ଶକ୍ତି ବୃଦ୍ଧି ପାଏ

-ଚାଲିବା ଦ୍ୱାରା ରକ୍ତଚାପ ନିୟନ୍ତ୍ରିତ ରୁହେ, ହୃଦଘାତର ସମ୍ଭାବନା କମ୍ ଥାଏ

-ଚାଲିଲେ ଭବିଷ୍ୟତରେ ଡାଇବେଟିସ ହେବାର ସମ୍ଭାବନା ମଧ୍ୟ କମ୍ ଥାଏ

-ଶରୀରରୁ ମୋଟାପଣ ଦୂର କରିବା ପାଇଁ ଚାଲିବା ନିହାତି ଜରୁରୀ

-ଚାଲିବା ଦ୍ୱାରା ଅଣ୍ଠୁଗଣ୍ଠି ବିନ୍ଧା, ଅଣ୍ଟା ବିନ୍ଧାରୁ ଉପଶମ ମିଳେ

-ଘାସ ଉପରେ ଖାଲି ପାଦରେ ଚାଲିଲେ ସୁଖ ନିଦ୍ରା, ମାନସିକ ଶାନ୍ତି, ଦୃଷ୍ଟିଶକ୍ତି ବୃଦ୍ଧି, ମନୋବଳ ବଢେ ।

ତେଣୁ ତୁରନ୍ତ ଅଳସୁଆମୀ ଛାଡନ୍ତୁ, ୩୦ ମିନିଟ୍ ଦୈନିକ ଚାଲି ଶରୀରକୁ ଫୁର୍ତ୍ତି କରନ୍ତୁ ।

  • Related Posts

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସମ୍ବଲପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସାମ୍ପ୍ରତିକ ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ଅଧ୍ୟାୟରେ ଓଡ଼ିଶାର ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ବିଶେଷ ଭାବେ ପ୍ରଶଂସା କରିଛନ୍ତି। ଜଣେ ସାଧାରଣ ଗୃହିଣୀ ରୂପରେ ଜୀବନ ଆରମ୍ଭ କରିଥିବା ସୁଜାତା ପରିବାରକୁ ଅଧିକ…

    Continue reading
    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଭୁବନେଶ୍ଵର, ୨୪/୦୩/୨୦୨୬: ଆଜି ପୂର୍ବାହ୍ନ ଭୁବନେଶ୍ୱର ଲକ୍ଷ୍ମୀସାଗର ସ୍ଥିତ ମହିଳା ଓ ଶିଶୁ ପ୍ରତିଷ୍ଠାନ ସମ୍ମିଳିନୀ କକ୍ଷରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଆନୁକୁଲ୍ୟରେ ସାଇବର ଅପରାଧରୁ ମହିଳା ମାନଙ୍କ ସୁରକ୍ଷା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ