୩ ଆଇପିଏସ୍‌ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର: ୩ ଜଣ ବରିଷ୍ଠ ଆଇପିଏସ୍ ଅଫିସରଙ୍କୁ ସରକାର ପଦୋନ୍ନତି ମିଳିଛି। ସେମାନେ ହେଉଛନ୍ତି ୧୯୯୩ ବ୍ୟାଚ୍‌ର ଆଇପିଏସ୍ ଅଫିସର ବିନୟତୋଷ ମିଶ୍ର, ଆର.ପି କୋଚେ ଓ ସୁଶାନ୍ତ କୁମାର ନାଥ। ଏହି ତିନି ଅଫିସରଙ୍କୁ ଡିଜିପି ପାହ୍ୟାକୁ ପଦୋନ୍ନତି ମିଳିଛି।ବିନୟତୋଷ ମିଶ୍ର ଏବେ କ୍ରାଇମବ୍ରାଞ୍ଚ ଏଡିଜି ଭାବେ କାର୍ୟ୍ୟ କରୁଛନ୍ତି। ଆର.ପି କୋଚେ ଗୁଇନ୍ଦା ନିର୍ଦ୍ଦେଶକ ଅଛନ୍ତି। ସୁଶାନ୍ତ କୁମାର ନାଥ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି। ସେ ବିଏସ୍‌ଏଫରେ କାର୍ୟ୍ୟ କରୁଛନ୍ତି।

ଏହା ପୂର୍ବରୁ ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଥିଲା। ସେହିପରି ୨୦୦୭ ବ୍ୟାଚ୍‌ର ଆଇପିଏସ୍ ଅଫିସର ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ ଓ ନିତି ଶେଖରଙ୍କୁ ଆଇଜି ପାହ୍ୟାକୁ ଏବଂ ୨୦୧୧ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ପିନାକ ମିଶ୍ର, ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିଲା।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ