୩ ଟ୍ରକ୍ ଧକ୍କାରେ ଜଣେ ଡ୍ରାଇଭର ମୃତ

ବଲାଙ୍ଗିର: ବଲାଙ୍ଗିରରେ ଭୟଙ୍କର ସିରିଜ୍ ଦୁର୍ଘଟଣା। ଜଣେ ଡ୍ରାଇଭର ମୃତ । ସଇଁତଳା ଥାନା ନବୀନ ଛକ ନିକଟ ଜାତୀୟ ରାଜପଥ ୨୬ରେ ଘଟିଛି ଭୟଙ୍କର ଦୁର୍ଘଟଣା। ୩ଟି ଗାଡ଼ି ମଧ୍ୟରେ ଧକ୍କା ହେବା ଫଳରେ ଜଣେ ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଅନ୍ୟ ଦୁଇଟି ଟ୍ରକର ଡ୍ରାଇଭର ଘଟଣା ପରେ ଫେରାର ଅଛନ୍ତି।

ଲୁହା ସାମଗ୍ରୀ ବୋଝେଇ ଏକ ଟ୍ରକ୍ ଭବାନୀପାଟଣାରୁ ବଲାଙ୍ଗିର ଅଭିମୁଖେ ଯାଉଥିବା ବେଳେ ଏକ ବେଦାନ୍ତ ଗାଡ଼ି ବଲାଙ୍ଗିରରୁ କଳାହାଣ୍ଡି ଅଭିମୁଖେ ଯାଉଥିଲା। ଏହି ସମୟରେ ଜାତୀୟ ରାଜପଥ ୨୬ରେ ଦୁଇଟି ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।

ଦୁର୍ଘଟଣା ପରେ ଅନ୍ୟ ଏକ ଗାଡ଼ିକୁ ସାଇଡ୍ ଦେବାକୁ ଯାଇ ଗୋଟିଏ ଗାଡ଼ି ଭାରସାମ୍ୟ ହରାଇ ରାସ୍ତାକଡ଼ ଜମିକୁ ଖସିପଡ଼ିଥିଲା। ଏହାପରେ ଆଉ ଏକ ଟ୍ରକ୍ ଲୁହା ସାମଗ୍ରୀ ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା। ଫଳରେ ୩ଟି ଗାଡ଼ି ମଧ୍ୟରେ ସିରିଜ୍ ଦୁର୍ଘଟଣା ଘଟିଥିଲ।

  • Related Posts

    ମହିଳାଙ୍କୁ ଦଳିଦେଲା ଦନ୍ତା

    କୁଚିଣ୍ଡା : ଶୌଚ ହେବାକୁ ଯାଇଥିବା ବେଳେ ମହିଳାଙ୍କୁ ଗୋଡାଇ ଗୋଡାଇ ଦଳିଦେଲା ଦନ୍ତା । ମୃତ ମହିଳା ଜଣଙ୍କ ହେଲେ କୁଚିଣ୍ଡା ବନାଞ୍ଚଳ ସଇଡା ଗ୍ରାମର ଅଞ୍ଜଳି କୁସୁମ(୪୬ ବର୍ଷ) । ଗତକାଲି ଠାରୁ ଏକ ୬ ଟିକିଆ ହାତୀପଲ…

    Continue reading
    ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍

    ସୁନ୍ଦରଗଡ଼: ଭିଜିଲାନ୍ସ ପଞ୍ଝାରେ ପ୍ରକଳ୍ପ ନିର୍ଦ୍ଦେଶକ। ସୁନ୍ଦରଗଡ଼ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ପ୍ରସନ୍ନ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି । ସୁନ୍ଦରଗଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ