୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ବେଙ୍ଗାଲୁରୁର କେଏସଆର ରେଳ ଷ୍ଟେସନରେ ୩ଟି ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ ବେଙ୍ଗାଲରୁ ମେଟ୍ରୋ ପ୍ରକଳ୍ପର ୟେଲୋ ଲାଇନ(ହଳଦିଆ ରେଖା)ର ବି ଉଦଘାଟନ କରିବାର କାର୍ୟ୍ୟକ୍ରମ ରହିଛି। ଏହା ସହିତ ପ୍ରଧାନମନ୍ତ୍ରୀ ଆରଭି ରୋଡ(ରଗିଗୁଡ଼ା)ରୁ ଇଲେକଟ୍ରୋନିକ ସିଟି ମେଟ୍ରୋ ଷ୍ଟେସନ ପର୍ୟ୍ୟନ୍ତ ମେଟ୍ରୋରେ ଯାତ୍ରା କରିବେ। ସହର ସଂଯୋଗୀକରଣ ସହିତ ଜଡ଼ିତ ଅନେକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ବି କରିବେ ପ୍ରଧାନମନ୍ତ୍ରୀ।

  • Related Posts

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ। ରୋଗୀଙ୍କୁ ବ୍ୟବହାର କରି ନିଜର ପ୍ରଚାର ପ୍ରସାର କରିପାରିବେନି ଡାକ୍ତର। ନିଜକୁ ‘ନମ୍ବର ୱାନ୍’ କିମ୍ବା ‘ବେଷ୍ଟ ଡାକ୍ତର’ କହି ରୋଗୀଙ୍କୁ କରିପାରିବେନି ଆକର୍ଷିତ। ରୋଗୀଙ୍କୁ ଆକୃଷ୍ଟ କରିବାକୁ AIରେ ତିଆରି ପ୍ରମୋସନାଲ୍ କଣ୍ଟେଣ୍ଟ,…

    Continue reading
    ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଦିଲ୍ଲୀରେ ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖ

    ଦିଲ୍ଲୀରେ ସ୍ଥିତି ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖିବାକୁ କହିଛନ୍ତି କୋର୍ଟ । ଆଇନଶୃଙ୍ଖଳା କିମ୍ବା ଟ୍ରାଫିକ୍‌ ସମସ୍ୟା ନଥିଲେ ରାସ୍ତାରେ ଲାଗିଥିବା ବ୍ୟାରିକେଡ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ