୩ ବର୍ଷରେ ୧୨୫ କୋଟି ଲୁଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମାତିଛନ୍ତି ସାଇବର ଲୁଟେରା । ଦେଖୁ ଦେଖୁ ଆକାଉଣ୍ଟ ଖାଲି କରିଦେଉଛନ୍ତି । ଆଉ ଏହି ସାଇବର ଲୁଟେରା ଗତ ୩ ବର୍ଷରେ ୧୨୫ କୋଟି ଲୁଟି ସାରିଲେଣି । ସୋମବାର ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ୧୨୫ କୋଟି ଲୁଟ ହୋଇଛି । ତେବେ ମାତ୍ର ୨ କୋଟି ୫୨ ଲକ୍ଷ ଟଙ୍କା ଫେରସ୍ତ ହୋଇଛି । ଲୁଟ ନେଇ ୬୩୬୮ଟି ମାମଲା ରୁଜୁ ହୋଇଥିବାବେଳେ ୧୩୮୮ ଜଣ ଗିରଫ ହୋଇଛନ୍ତି । ଗତବର୍ଷ ୨୩୪୮ଟି ମାମଲାରେ ୫୨୨ ଜଣ ଗିରଫ ହୋଇଛନ୍ତି । ଏହାଛଡ଼ା ୨୦୨୩ରେ ୪୭ କୋଟି ୯୪ ଲକ୍ଷ ଟଙ୍କା ଲୁଟ ହୋଇଥିବା ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ସୋମବାର ବିଧାନସଭାରେ ଉତ୍ତର ରଖିଛନ୍ତି ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ