୩ ମିଲିସିଆ ଗିରଫ

ମାଲକାନଗିରି: ଛତିଶଗଡ଼ର ବିଜାପୁର ନେମେଡ ଅଞ୍ଚଳରୁ ୩ ମିଲିସିଆଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋନୁ ଓୟମ, ସନୁ ଲେକାମ ଓ ମାଣ୍ଡୋ ଓରଫ ମାଣ୍ଡୁ ହପିଆ।
ସୂଚନା ଅନୁଯାୟୀ, ବିଜାପୁର ଜିଲାରେ ମାଓବାଦୀ ବିରୋଧୀ ଅପରେଶନ୍‌ ଚଳାଇଥିବା ବେଳେ ସୁରକ୍ଷାବାହିନୀ ନେମେଡ ଥାନା ଅନ୍ତର୍ଗତ ରାଣାପାରା ଜଙ୍ଗଲରୁ ଏମାନଙ୍କୁ ଗିରଫ କରିଥିଲେ। ସେମାନଙ୍କ ନିକଟରୁ ବିସ୍ଫୋରକ, ପୋଷ୍ଟର ଓ ନିତ୍ୟ ବ୍ୟବହୃତ ସାମଗ୍ରୀ ଆଦି ଜବତ କରାଯାଇଛି।

  • Related Posts

    ଆଇଟିଡିଏଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

    ବାଲିଗୁଡା: ଆୟ ବର୍ହିଭୂତ ସମ୍ପତ୍ତି (ଡିଏ) ଠୁଳ କରିଥିବା ଅଭିଯୋଗରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଆଇଟିଡିଏର ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ବୈକୁଣ୍ଠ ନାଥ ବେହେରାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ବ୍ୟାପକ ଚଢ଼ାଉ ଆରମ୍ଭ ହୋଇଛି। ଶନିବାର ଭିଜିଲାନ୍ସର ଦୁଇ…

    Continue reading
    ଭାରତକୁ ଏସ୍‌ୟୁ-୫୭ ଯୁଦ୍ଧବିମାନ ଦେବ ରୁଷ୍‌

    ମସ୍କୋ: ଭାରତକୁ ଅତ୍ୟାଧୁନିକ ପଞ୍ଚମ ପିଢ଼ିର ଷ୍ଟେଲଥ୍ ଯୁଦ୍ଧବିମାନ ‘ଏସ୍‌ୟୁ-୫୭’ (ସୁଖୋଇ-୫୭) ଯୋଗାଇ ଦେବାକୁ ରୁଷ୍ ପ୍ରସ୍ତାବ ଦେଇଛି। ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି ଆମେ କୌଣସି ପ୍ରତିବନ୍ଧକ କିମ୍ବା ସୀମା ନରଖି ଭାରତ ସହିତ ମିଳିତ ଭାବେ ‘ଏସ୍‌ୟୁ-୫୭’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ