୪୬୧୯ଟି ସ୍କୁଲର ମିଶ୍ରଣ ହୋଇଛି

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ଉପସ୍ଥାନ ହ୍ରାସ ଯୋଗୁଁ ରାଜ୍ୟରେ ମୋଟ ୪୬୧୯ଟି ପ୍ରାଥମିକ ବିଦ୍ୟାଳୟକୁ ଅନ୍ୟ ବିଦ୍ୟାଳୟ ସହ ମିଶାଇ ଦିଆଯାଇଛି । ସେଥିମଧ୍ୟରେ ଅନୁଗୁଳର
୧୪୮,ବାଲେଶ୍ୱରର୧୦୪,ବରଗଡର୨୦୩,ଭଦ୍ରକର୧୮୩,ବଲାଙ୍ଗୀରର୧୩୮,ବୌଦ୍ଧର୧୦୯,କଟକର୩୯୩,ଦେବଗଡର ୬୮, ଢେ଼ଙ୍କାନାଳର୧୫୫,ଗଜପତିର ୨୪୭,ଗଂଜାମର ୩୨୬,ଜଗତସିଂହପୁର ୧୮୯, ଯାଜପୁରର୨୮୩,ଝାରସୁଗୁଡାର୬୫,କଳାହାଣ୍ଡିର୧୫୪,କନ୍ଧମାଳର୧୮୧,କେନ୍ଦ୍ରାପଡ଼ାର୧୯୫, କେନ୍ଦୁଝରର ୫୩, ଖୋର୍ଦ୍ଧାରେ ୧୩୩, କୋରାପୁଟର୨୪୮, ମାଲକାନଗିରିର ୪୩, ମୟୂରଭଞ୍ଜର ୩୦୮, ନବରଙ୍ଗରପୁରର୧୧୦,ନୟାଗଡ଼ର ୮୮ ନୂଆପଡ଼ାର ୧୦୧, ପୁରୀର୦, ରାୟଗଡାର ୮୦, ସମ୍ବଲପୁରର୧୨୫,ସୋନପୁରର୬୧ଓ ସୁନ୍ଦରଗଡର ୧୨୮ଟି ସ୍କୁଲ ଅଛି । ସେହିପରି ୫ଟି ଜିଲ୍ଲାର ୪୪ଟି ସ୍କୁଲକୁ ପୁଣି ଖୋଲାଯାଇଛି । ସେଥିମଧ୍ୟରେ ବରଗଡ଼ର ୭, ଯାଜପୁରର ୩, ଢେ଼ଙ୍କାନାଳର ୨୨, ଦେବଗଡର ୧୦ ଓ ଖୋର୍ଦ୍ଧାର ୨ଟି ସ୍କୁଲ ଅଛି । ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପଶ୍ନରେ ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ