୪୭୧ଟି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗୃହର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,19/10: ରବିବାର ଲୋକସେବା ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଭିସି ମାଧ୍ୟମରେ ରାଜ୍ୟରେ ୪୭୧ଟି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗୃହର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଅନ୍ତ୍ୟୋଦୟ ଗୃହ ଯୋଜନାର ପ୍ରଥମ ପର୍ଯ୍ୟାୟ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହି କାର୍ଯ୍ୟକ୍ରମରେ ପଞ୍ଚାୟତରାଜ ମନ୍ତ୍ରୀ ରବିନାରାୟଣ ନାୟକ, ମୁଖ୍ଯ ଶାସନ ସଚିବ ମନୋଜ ଆହୁଜା ମଧ୍ଯ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର, କୋରାପୁଟ ଏବଂ କନ୍ଧମାଳ ଜିଲ୍ଲାର କିଛି ହିତାଧିକାରୀ ଯୋଗ ଦେଇଥିଲେ । କଳାହାଣ୍ଡି ଓ ନୂଆପଡା ଜିଲ୍ଲା ବ୍ୟତୀତ ଆଜି ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ଓ ଦ୍ବିତୀୟ ପର୍ଯ୍ୟାୟରେ ୫୦ ହଜାର ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରାଯାଇଛି। ଆଜି ତୃତୀୟ ପର୍ଯ୍ୟାୟରେ ୪୮ ହଜାର ୬୯୩ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇଛି।

  • Related Posts

    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading
    ବନ୍ୟା ପୀଡ଼ିତଙ୍କୁ ରିଲିଫ୍ ବାଣ୍ଟିଲେ ପୋଲିସ କମିଶନର

    ଖୋର୍ଦ୍ଧା: ବନ୍ୟା ପ୍ରଭାବିତ ଅଂଚଳରେ ପୋଲିସ କମିଶନରଙ୍କ ରିଲିଫ ବଣ୍ଟନ। ପୋଲିସ କମିସନର ଏସ୍ ଦେବଦତ୍ତ ସିଂ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ପମ୍ପାଲୋ ପଞ୍ଚାୟତର ଟିଙ୍କିପଡା ଗାଁରେ ରିଲିଫ ବଣ୍ଟନ କରିଛନ୍ତି। ଏହି ଅବସରରେ ବନ୍ୟା ପ୍ରଭାବିତଙ୍କ ସହ ବିଭିନ୍ନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ