୪ ଡାକ୍ତର ବହିଷ୍କୃତ

ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ପିଜି ହଷ୍ଟେଲରେ ଡାକ୍ତରୀ ଛାତ୍ରଙ୍କୁ ମାଡ଼ ଘଟଣାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହି ଘଟଣାରେ ମୋଟ ୪ ଜଣ ଡାକ୍ତରଙ୍କୁ ବହିଷ୍କୃତ କରାଯାଇଛି । ସେମାନଙ୍କ ମଧ୍ୟରେ ଜଣେ ଚୁକ୍ତିଭିତ୍ତିକ ସହକାରୀ ପ୍ରଫେସର ଓ ୩ଜଣ ବରିଷ୍ଠ ରେସିଡେଣ୍ଟ ଡାକ୍ତର ରହିଛନ୍ତି । ଅନ୍ୟ ଜଣେ ପିଜି ରେସିଡେଣ୍ଟଙ୍କୁ ୬ ମାସ ଯାଏଁ କଲେଜ କ୍ୟାମ୍ପସ ମନା କରାଯାଇଛି । ଡିଏମଇଟିଙ୍କ ନିଦେ୍ର୍ଧଶ ଅନୁସାରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଦେଇ ଡିନ ସୁଚିତ୍ରା ଦାଶ ସୂଚନା ଦେଇଛନ୍ତି ।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ