୪ ଦିନ ରତ୍ନଭଣ୍ଡାର ମରାମତି ବନ୍ଦ

ପୁରୀ: ଚଳିତ ମାସରେ ମକର ସଂକ୍ରାନ୍ତି ଏବଂ ଅନ୍ୟ ନୀତିକାନ୍ତି ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେବା ଅନୁମାନ କରାଯାଉଛି। ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉଦ୍ଦେଶ୍ୟରେ ଚଳିତ ମାସ ୧୨ରୁ ୧୫ ପର୍ୟ୍ୟନ୍ତ ରତ୍ନଭଣ୍ଡାର ମରାମତି କାର୍ୟ୍ୟ ସ୍ଥଗିତ ରଖାଯାଇଛି। ୧୬ରୁ ପୁନର୍ବାର ମରାମତି କାର୍ୟ୍ୟ ଆରମ୍ଭ ହେବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ। ପ୍ରକାଶଯୋଗ୍ୟ, ଗତ ୧୭ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ୟ୍ୟ ଏଏସ୍‌ଆଇ ଟିମ୍‌ଙ୍କ ତତ୍ତ୍ୱାବଧାନରେ କୁଶଳୀ କାରିଗରଙ୍କ ଦ୍ୱାରା ଆରମ୍ଭ ହୋଇଥିଲା।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି