୫୦୦ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗ୍ରାମାଞ୍ଚଳର ଶିକ୍ଷା ଭିତ୍ତିଭୂମିକୁ ଶକ୍ତିଶାଳୀ କରିବା ଉଦ୍ଦେଶରେ ରାଜ୍ୟ ସରକାର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ ଆରମ୍ଭ କରିଛନ୍ତି। ଏହି ଯୋଜନା ଅଧୀନରେ ସରକାର ରାଜ୍ୟବ୍ୟାପି ୫୦୦ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ଆଗାମୀ ସପ୍ତାହରେ ଭିତ୍ତିପ୍ରସ୍ତର ସ୍ଥାପନ କରିବାକୁ ଯାଉଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାରର ପ୍ରଥମ ବାର୍ଷିକୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୧୨ ତାରିଖ ଦିନ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ ଅଧୀନରେ ୫୦୦ ବିଦ୍ୟାଳୟ ପାଇଁ ଶିଳାନ୍ୟାସ କରିବେ। ଏହି ଯୋଜନା ଅଧୀନରେ ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ