୭ରେ ଭୁବନେଶ୍ୱରରେ ପହଞ୍ଚିବେ ଭାରତ-ଇଂଲଣ୍ଡ କ୍ରିକେଟ ଟିମ୍

ଭୁବନେଶ୍ବର ; ବାରବାଟୀ ଦିନିକିଆ ମ୍ୟାଚ ଭାରତ-ଇଂଲଣ୍ଡ ମଧ୍ୟରେ ଆସନ୍ତା ୯ ତାରିଖରେ ଅନୁଷ୍ଠିତ ହେବ।୭ ତାରିଖରେ ଭୁବନେଶ୍ୱରରେ ପହଂଚିବେ ଭାରତ ଓ ଇଂଲଣ୍ଡ କ୍ରିକେଟ ଟିମ।୮ ତାରିଖରେ ଉଭୟ ଟିମ ଅଭ୍ୟାସ ପାଇ ବାରବାଟୀ ଯିବେ ବୋଲି ପୋଲିସ କମିଶନର ଏସ ଦେବ ଦତ୍ତ ସିଂ କହିଛନ୍ତି।

କଟକ ବାରବାଟୀ ମ୍ୟାଚ ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତିର ସମୀକ୍ଷା କରିଛନ୍ତି କମିଶନର ଏସ ଦେବ ଦତ୍ତ ସିଂ । ଓସିଏ, ପୋଲିସ, ହୋଟେଲ, ଏୟାରପୋର୍ଟ, ସିଆଇଏସଏଫଙ୍କ ସହ ଆଲୋଚନା ହୋଇଛି । ବିମାନବନ୍ଦର ଠାରୁ ହୋଟେଲ ଓ ବାରବାଟୀ ପର୍ୟ୍ୟନ୍ତ ସବୁ ବିଷୟରେ ଆଲୋଚନା ହୋଇଛି । ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଛି।

ଦିନିକଆ ମ୍ୟାଚ ପାଇଁ ଖେଳାଳି ଭୁବନେଶ୍ବରରେ ରହୁଥିବାରୁ ସୁରକ୍ଷା ଦୃଷ୍ଟିରୁ ଭୁବନେଶ୍ୱରରେ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ।ସେହିପରି ଷ୍ଟାଡିୟମକୁ ପାଣି ବୋତଲ ନେଇ ଯିବାକୁ ବାରଣ କରାଯାଇଛି ବୋଲି କମିଶନର କହିଛନ୍ତି।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ