୭ରେ ଭୁବନେଶ୍ୱରରେ ପହଞ୍ଚିବେ ଭାରତ-ଇଂଲଣ୍ଡ କ୍ରିକେଟ ଟିମ୍

ଭୁବନେଶ୍ବର ; ବାରବାଟୀ ଦିନିକିଆ ମ୍ୟାଚ ଭାରତ-ଇଂଲଣ୍ଡ ମଧ୍ୟରେ ଆସନ୍ତା ୯ ତାରିଖରେ ଅନୁଷ୍ଠିତ ହେବ।୭ ତାରିଖରେ ଭୁବନେଶ୍ୱରରେ ପହଂଚିବେ ଭାରତ ଓ ଇଂଲଣ୍ଡ କ୍ରିକେଟ ଟିମ।୮ ତାରିଖରେ ଉଭୟ ଟିମ ଅଭ୍ୟାସ ପାଇ ବାରବାଟୀ ଯିବେ ବୋଲି ପୋଲିସ କମିଶନର ଏସ ଦେବ ଦତ୍ତ ସିଂ କହିଛନ୍ତି।

କଟକ ବାରବାଟୀ ମ୍ୟାଚ ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତିର ସମୀକ୍ଷା କରିଛନ୍ତି କମିଶନର ଏସ ଦେବ ଦତ୍ତ ସିଂ । ଓସିଏ, ପୋଲିସ, ହୋଟେଲ, ଏୟାରପୋର୍ଟ, ସିଆଇଏସଏଫଙ୍କ ସହ ଆଲୋଚନା ହୋଇଛି । ବିମାନବନ୍ଦର ଠାରୁ ହୋଟେଲ ଓ ବାରବାଟୀ ପର୍ୟ୍ୟନ୍ତ ସବୁ ବିଷୟରେ ଆଲୋଚନା ହୋଇଛି । ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଛି।

ଦିନିକଆ ମ୍ୟାଚ ପାଇଁ ଖେଳାଳି ଭୁବନେଶ୍ବରରେ ରହୁଥିବାରୁ ସୁରକ୍ଷା ଦୃଷ୍ଟିରୁ ଭୁବନେଶ୍ୱରରେ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ।ସେହିପରି ଷ୍ଟାଡିୟମକୁ ପାଣି ବୋତଲ ନେଇ ଯିବାକୁ ବାରଣ କରାଯାଇଛି ବୋଲି କମିଶନର କହିଛନ୍ତି।

  • Related Posts

    ଫୁଟବଲ ପ୍ରତିଯୋଗିତା ଉଦଯାପିତ: ଦେବଗଡ ଚାମ୍ପିଅନ

    ଦେବଗଡ଼:ଦେବଗଡ଼ ଜିଲ୍ଲାର ତି‌ଲେଇବଣି ବ୍ଲକ ବଲଣ୍ଡାଗ୍ରାମରେ ରାଜା ବାସୁଦେବ ଫୁଟବଲ କ୍ଲବ ପକ୍ଷରୁ ଚାଲିଥିବା ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି।ପ୍ରତିଯୋଗିତାରେ ୮ଟି ଦଳ ଅଂଶଗ୍ରହଣ କରିଥିଲେ।ଫାଇନାଲ ମ୍ୟାଚ ଦେବଗଡ ଦଳ ସହିତ ଢୋଲପଡା ଦଳ ଅନୁଷ୍ଠିତ ହୋଇଥିଲା। ମ୍ୟାଚରେ…

    Continue reading
    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି