୭ ଦିନ ବଜ୍ରପାତ ସହ କୁଆପଥର ବର୍ଷା

ଭୁବନେଶ୍ୱର: ଦିନରେ ଖରା, ସନ୍ଧ୍ୟା ହେଲେ ମାତ୍ର ଝଡ଼ବର୍ଷା। ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଓଡିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୭ ଦିନ ବଜ୍ରପାତ ସହ କୁଆପଥର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବର ଜିଲ୍ଲାକୁ ବଜ୍ରପାତ ସହ କୁଆପଥର ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ସେହିପରି ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

  • Related Posts

    ହାଇକୋର୍ଟ ଗେଟ୍ ଆଗରେ ୩୪ ପୋଡି ପାଉଁଶ

    କଟକ: ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି ହୁତୁହୁତୁ ହୋଇ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ…

    Continue reading
    ଶ୍ଵାସରୁଦ୍ଧ ହୋଇ ୨ ମୃତ

    ସମ୍ବଲପୁର: ଆଜି ସକାଳ ପ୍ରାୟ ୯ଟାରେ ବାମରା ବ୍ଲକ କେଶାଇବାହାଲ ଠାରେ ନୂତନ ଭାବେ ତିଆରି ହୋଇଥିବା ଶୌଚାଳୟ ଟାଙ୍କି ଭିତରକୁ ପଶି ସେଣ୍ଟରିଂ ଖୋଳୁଥିବା ବେଳେ ୪ଜଣ ଗୁରୁତର ହୋଇ ପଡ଼ିଥିଲେ । ସେଥି ମଧ୍ୟରୁ ୨ ଜଣ ବ୍ୟକ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ