୮ରେ ଆର୍‌ଆଇ ଓ ଅମିନ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୮ ତାରିଖରୁ ରାଜସ୍ୱ ନିରୀକ୍ଷକ (ଆର୍‌ଆଇ), ଅମିନ, ଏଆର୍‌ଆଇ, ଆଇସିଡିଏସ୍‌ ସୁପରଭାଇଜର ପରୀକ୍ଷା ହେବ । ନଭେମ୍ବର ୧୩ ତାରିଖ ଯାଏ ଏହାର ପ୍ରିଲିମ୍‌ନାରୀ ପରୀକ୍ଷା ଅନୁଷ୍ଠିତ ହେବ । ଏନେଇ ଓଏସ୍‌ଏସ୍‌ଏସ୍‌ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପରୀକ୍ଷାର୍ଥୀମାନେ ଓଏସ୍‌ଏସ୍‌ଏସ୍‌ସି ୱେବ୍‌ସାଇଟ୍‌ www.osssc.gov.inରୁ ଆଡମିଶନ ଲେର ଡାଉନ୍‌ଲୋଡ୍‌ କରିପାରିବେ । ନିଜର ୟୁଜର ଆଇଡି, ପାସ୍‌ୱାର୍ଡ ଦେଇ ନିଜର ଆଡମିଶନ ଲେଟରକୁ ଡାଉନ୍‌ଲୋଡ୍‌ କରିପାରିବେ । ଏପରିକି ଛାତ୍ରଛାତ୍ରୀ ଚାହିଁଲେ ମକ୍‌ ଟେଷ୍ଟ ମଧ୍ୟ ଦେଇପାରିବେ ।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀରୁ ବିକାଶ ସ୍ୱାଇଁ : ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ