୮୦୦ ଏକ ଜାଗାରେ ନିର୍ମାଣ ହେବ ନୂଆ ଭୁବନେଶ୍ୱର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନୂଆ ଭୁବନେଶ୍ୱର ନେଇ ଉତ୍କଣ୍ଠା ବଢିଛି । ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର । ମଳିପଡ଼ା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର କରାଯିବ । ୮ ଶହ ଏକରରୁ ନୂଆ ସିଟି ପ୍ରୋଜେକ୍ଟରେ ରହିଛି ୭୦ ପ୍ରତିଶତ ସରକାରୀ ଜାଗା । ଫରେଷ୍ଟ ଜାଗା ୨ ଶହ ଏକର । ବେସରକାରୀ ୨୬ ଏକର ଜମି ଅଧିଗ୍ରହଣ କରାଯିବ । ସମସ୍ତ ଚୁକ୍ତି ହୋଇସାରିଛି । ମାଷ୍ଟରପ୍ଲାନ ସରିଲେ କାମ ଆରମ୍ଭ ହେବ ବୋଲି ନଗର ଉନ୍ନୟନ ମନ୍ତ୍ରୀ ଓ ସଚିବ ।
ସେହିପରି ନୂଆ ସହର ନିର୍ମାଣ ପାଇଁ ସିଙ୍ଗାପୁର ସରକାର ଏହାର ଡ୍ରଇଁ ଏବଂ ଡିଜାଇନ ପ୍ରସ୍ତୁତ ଦାୟିତ୍ୱ ନେଇଛନ୍ତି । ଦୋଲେରା ଗିପ୍ଟ ସିଟି ଢାଞ୍ଚାରେ ଏହାର ନିର୍ମାଣ ହେବା ନେଇ ଚିନ୍ତା କରାଯାଉଛି । ନୂଆ ସହରରେ ଆଇଟି ପାର୍କ, ମେଡିକାଲ ସୁବିଧା, ଲୋକ ରହିବା ପାଇଁ ଘର, ବ୍ୟବସାୟିକ ପ୍ରତିଷ୍ଠାନ ଆଦି ବିଭିନ୍ନ ପ୍ରକାରର ବ୍ୟବସ୍ଥା କରାଯାଇଛି । ନୂଆ ସହ ମଧ୍ୟରେ ଶିଳ୍ପ ସଂସ୍ଥାକୁ ମଧ୍ୟ ଗୁରୁତ୍ୱ ଦିଆଯିବ । ଏହାର ଡିପିଆର ସିଙ୍ଗାପୁର ସରକାର ପ୍ରସ୍ତୁତ କରୁଥିବା ବେଳେ ଆବଶ୍ୟକ ଅର୍ଥ ସେମାନଙ୍କୁ ଦିଆଯାଇଛି । ଆସନ୍ତା ଏକ ମାସରୁ ଦୁଇ ମାସ ମଧ୍ୟରେ ରାଜ୍ୟ ସରକାରଙ୍କୁ ଡିପିଆର ଦେବ ସିଙ୍ଗାପୁର । ସହର ବୃଦ୍ଧି ସହ ସହରକୁ ରି-ଡେଭଲପମେଣ୍ଟ ମଧ୍ୟ କରିବାକୁ ଆମେ ଯୋଜନା କରୁଛି ବୋଲି କହିଛନ୍ତି ।

  • Related Posts

    ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଭାଇ ମୃତ

    ତୁରେକେଲା : ବାଇକ୍‌କୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍। ଚାଲିଗଲା ଦୁଇ ଭାଇଙ୍କ ଜୀବନ। ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ଲର୍କୀ ଗାଁ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକମାନେ ବେଲପଡ଼ା ଥାନା ଭାଲୁଖାଇ ଗାଁର ରାଜକୁମାର ରାଏ ଓ…

    Continue reading
    ଆଜିଠାରୁ ଆରମ୍ଭ ହେଉଛି ଅପରେସନ୍‌ ପ୍ରହାର

    ଭୁବନେଶ୍ବର: ନିଶାମାଫିଆ ଓ କାରବାର କରୁଥିବା ବେପାରୀଙ୍କୁ ମିଳିବ ମୁହଁତୋଡ଼ ଜବାବ। ନିଶା କାରବାରକୁ ଦମନ ଲାଗି ଆଜିଠାରୁ ଆରମ୍ଭ ହେଉଛି ଅପରେସନ୍‌ ପ୍ରହାର। ବେଆଇନ ମାଦକ ଦ୍ରବ୍ୟ ବିକ୍ରି ଓ ଚୋରାଚାଲାଣ ବିରୋଧରେ ରାଜ୍ୟବ୍ୟାପୀ ଧରପଗଡ଼ ଆରମ୍ଭ ହେବ। ବିଭିନ୍ନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଫଗାନିସ୍ତାନରେ ଭୂକମ୍ପ ; ୬୨୨ ମୃତ

    ଆଫଗାନିସ୍ତାନରେ ଭୂକମ୍ପ ; ୬୨୨ ମୃତ

    ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ସେବା ପକ୍ଷ ପାଳିବ ବିଜେପି

    ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ  ସେବା ପକ୍ଷ ପାଳିବ ବିଜେପି

    ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଭାଇ ମୃତ

    ମର୍ମନ୍ତୁଦ ଦୁର୍ଘଟଣା,  ଦୁଇ ଭାଇ ମୃତ

    ୮୦୦ ଏକ ଜାଗାରେ ନିର୍ମାଣ ହେବ ନୂଆ ଭୁବନେଶ୍ୱର

    ୮୦୦ ଏକ ଜାଗାରେ ନିର୍ମାଣ ହେବ ନୂଆ ଭୁବନେଶ୍ୱର

    ସମ୍ଭୋଗ ପରେ କ’ଣ ଭାବନ୍ତି ମହିଳା? ଜାଣିବାକୁ ଚେଷ୍ଟା କରିଛନ୍ତି କି?

    ସମ୍ଭୋଗ ପରେ କ’ଣ ଭାବନ୍ତି ମହିଳା? ଜାଣିବାକୁ ଚେଷ୍ଟା କରିଛନ୍ତି କି?

    ସ୍ତ୍ରୀର ପରକୀୟା ପ୍ରୀତି: ପ୍ରେମିକ ଗୁଳି ମାଡ଼ରେ ସ୍ଵାମୀ ଗୁରୁତର

    ସ୍ତ୍ରୀର ପରକୀୟା ପ୍ରୀତି: ପ୍ରେମିକ ଗୁଳି ମାଡ଼ରେ ସ୍ଵାମୀ ଗୁରୁତର