୧୫ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ୩ ଗିରଫ

ରାଉରକେଲା: ରାଉରକେଲା ସହରରେ ପୁଣି ଲଜ୍ଜା। ଜଣେ ୧୫ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି। ୩ ଜଣ ଗଣଦୁଷ୍କର୍ମ କରିଥିବା ନେଇ ଉଦିତନଗର ଥାନାରେ ଅଭିଯୋଗ ହୋଇଛି। ଥାନାରେ ଅଭିଯୋଗ ପରେ ତିନି ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଥାନାରେ ଅଟକ ରଖି ପଚରାଉଚୁରା କରାଯାଉଛି। ସୁନ୍ଦରଗଡ଼ରେ ଗତ ୧୮ ତାରିଖ ରାତିରେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଥିବା ଉଦିତନଗର ଥାନାରେ ଅଭିଯୋଗ ହୋଇଥିଲା। ମା ସହିତ ଝଗଡା ହେଵାରୁ ନାବାଳିକା ଜଣକ ଘରୁ ରାଗି ରାଉରକେଲା ରେଲୱେ ଷ୍ଟେସନକୁ ପଳାଇ ଯାଇଥିଲେ। ଜଣେ ଅଭିଯୁକ୍ତ ନାବାଳିକାକୁ ଘରେ ଛାଡିଦେବାକୁ କହି ଗଣଦୁଷ୍କର୍ମ କରିଥିଲେ। ଅଭିଯୋଗ ପରେ ଉଦିତନଗର ପୋଲିସ ମାମଲା ରୁଜୁ କରି ତିନି ଅଭିଯୁକ୍ତକୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ