ସରକାରୀ ମେଡିକାଲ କଲେଜରେ ୮୬ ପ୍ରଫେସର ପଦବୀ ଖାଲି

ଭୁବନେଶ୍ୱର : ରାଜ୍ୟରେ ଥିବା ସରକାରୀ ମେଡିକାଲ କଲେଜଗୁଡିକରେ ୮୬ଟି ପ୍ରଫେସର ପଦବୀ ଖାଲି ପଡିଛିା ଏଥି ମଧ୍ୟରେ ଭିମସାରରେ ୧୩ଟି ପ୍ରଫେସର ପଦବୀ ଖାଲିଥିବାବେଳେ କଟକ ଏସ୍‍ସିବରେ ୧୧ଟି ପ୍ରଫେସର ପଦବୀ ଖାଲି । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ଯେ ସରକାରୀ ମେଡିକାଲ କଲେଜଗୁଡିକରେ ୮୬ଟି ପ୍ରଫେସର ପଦବୀ ସହିତ ୧୬୩ ଆସୋସିଏଟ ପ୍ରଫେସର, ୮୩ଜଣ ଆସିଷ୍ଟାଣ୍ଟ ପ୍ରଫେସର, ୪୨ଜଣ ଟ୍ୟୁଟର, ୩୪୩ ଜଣ ସିନିୟର ରେସିଡେଣ୍ଟ ଓ ୪୬ଜଣ ଜୁନିୟର ରେସିଣ୍ଟେ ପଦବୀ ଖାଲି ପଡିଛି । ସେହିଭଳି ରାଜ୍ୟରେ ଥିବା ୬୯୦ଟି ଆର‌୍ୟୁବେଦିକ ମେଡିକାଲ ଅଫିସର ପଦବୀ ମଧ୍ୟରୁ ୧୭୧ଟି ଖାଲି ପଡିଛି । ମୟୁରଭଞ୍ଜରେ ସର୍ବାଧିକ ୧୫ଟି ଆର‌୍ୟୁବେଦିକ ମେଡିକାଲ ଅଫିସର ପଦବୀ ଖାଲି ପଡିଥିବାବେଳେ ଗଞ୍‍ଜାମରେ ୧୨, କେନ୍ଧୁଝରରେ ୧୧ ଓ ସୁନ୍ଦରଗଡରେ ଏହି ସଂଖ୍ୟା ୧୦ରହିଛି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ