ଜୟନାରାୟଣ ମିଶ୍ରଙ୍କୁ ଆଗୁଆ ଆବେଦନ ସୁପ୍ରିମକୋର୍ଟରେ ଖାରଜ ଖାରଜ

ବରିଷ୍ଠ ବିଜେପି ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି ସୁପ୍ରିମକୋର୍ଟ। ମହିଳା ଆଇଆଇସିଙ୍କୁ ମାଡ଼ ମାରିବା ଘଟଣାରେ ଆଗୁଆ ଜାମିନ ଆବେଦନ କରିଥଲେ ଜୟ ନାରୟଣ। ହେଲେ ଆଗୁଆ ଜାମିନ ଦେବାକୁ ମନା କରି ଦେଇଛନ୍ତି ସୁପ୍ରିମକୋର୍ଟ।

୨୦୨୩ ମସିହା ଫେବ୍ରୁଆରୀ ୧୫ ତାରିଖରେ ସମ୍ବଲପୁର ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ଆନ୍ଦୋଳନ ବେଳେ ପୁଲିସ ସହ ବିଜେପି କର୍ମୀ ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ଜୟ ନାରାୟଣ ମହିଳା ଆଇଆଇସିଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ଥାନାରେ ଏତଲା ଦେଇଥିଲେ ଖୋଦ ମହିଳା ଆଇଆଇସି।

ଉକ୍ତ ମାମଲାରେ ହାଇକୋର୍ଟରେ ଜୟନାରାୟଣ ଜୟନାରାୟଣ ଆଗୁଆ ଜାମିନ ଆବେଦନ କରିଥିଲେ। ହାଇକୋର୍ଟ ତାଙ୍କ ଆବେଦନକୁ ଖାରଜ କରି ଦେଇଥିଲେ। ଏହାକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଜୟନାରାୟଣ। ସୁପ୍ରିମକୋର୍ଟ ମଧ୍ୟ ଜୟ ନାରାୟଣଙ୍କୁ ଆଗୁଆ ଜାମିନ ଦେବାକୁ ମନା କରିଦେଇଛନ୍ତି। ଏନେଇ ଜୟନାରାୟଣ ମିଶ୍ରଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ