ମହାନ ବିପ୍ଳବୀ ଶହୀଦ ବିର୍ସା ମୁଣ୍ଡାଙ୍କ ୧୫୦ତମ ରାଜ୍ୟସ୍ତରୀୟ ଜୟନ୍ତୀର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର :ଆଜି ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ମହାନ ବିପ୍ଳବୀ ଶହୀଦ ବିର୍ସ। ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ସକାଳ ୯ ଘଟିକା ସମୟରେ ଭୁବନେଶ୍ଵରର ଜାଭିଅର ମାର୍ଗ, ମୈତ୍ରୀ ବିହାରସ୍ଥିତ ମହାନ ବିପ୍ଳବୀ ଶହୀଦ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ।

ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ମାନ୍ୟବର ମନ୍ତ୍ରୀ, ବିଦ୍ୟାଳୟ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା, ବିଭାଗର ଉପ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ସଚିବାଳୟ ସାଂସ୍କୃତିକ ପରିଷଦ ତଥା ବିଭିନ୍ନ ସାମାଜିକ ଅନୁଷ୍ଠାନ ସମେତ ବରିଷ୍ଠ ଅଧିକାରୀ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଓ ବୁଦ୍ଧିଜୀବୀ ପ୍ରମୁଖ ଯୋଗ ଦେଇଥିଲେ ।

  • Related Posts

    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading
    ନିଟ୍ ପୁନଃ ପରୀକ୍ଷା: ବ୍ୟକ୍ତିଗତ ଭାବେ ତୀକ୍ଷ୍ଣ ନଜର ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

    ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ବିବାଦ ପରେ ଜୁନ୍ ୨୧ ତାରିଖରେ ହେବାକୁ ଥିବା ନିଟ୍ ପୁନଃ ପରୀକ୍ଷା ପାଇଁ କେନ୍ଦ୍ର ସରକାର ବର୍ତ୍ତମାନ ପ୍ରକ୍ରିୟାର ପ୍ରତ୍ୟେକ ପର୍ୟ୍ୟାୟରେ ସୁରକ୍ଷା କଡ଼ାକଡ଼ି କରୁଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଦିଲ୍ଲୀସ୍ଥିତ ବାସଭବନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ