ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କବିସୂର୍ୟ୍ୟନଗର ଥାନା ଗୋବିନ୍ଦପୁର ଗାଁରେ ଅଭାବନୀୟ ଘଟଣା । ସ୍ତ୍ରୀର ଛୁରାମାଡ଼ରେ ସ୍ୱାମୀଙ୍କର ମୃତ୍ୟୁ ହୋଇଛି । ମୃତ ସ୍ୱାମୀଙ୍କ ବୟସ ୩୫ ଏବଂ ତାଙ୍କ ନାମ କାଳିଆ ସେଠୀ ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି ।

ପଟ୍ଟାମୁଣ୍ଡା: କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ବିଷ୍ଣୁପୁର ଗାଁରେ ପୁଅ ମାଡ଼ରେ ମାଆ ମୃତ । ପୁଅ, ବୋହୂଙ୍କ ଝଗଡ଼ା ସମାଧାନ କରିବାକୁ ଯାଇ ଚାଲିଗଲା ମାଆର ଜୀବନ । ପୁଲିସ ଅଭିଯୁକ୍ତ ପୁଅ ମନୋଜ ମଲ୍ଲିକଙ୍କୁ ଅଟକ ରଖି ପଚରାଉଚରା କରୁଛି ।…
ଜଗତସିଂହପୁର: ଜଗତସିଂହପୁର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତକୁ କଟକରୁ ଗିରଫ କରାଯାଇଛି। ଦ୍ବିତୀୟ ଅଭିଯୁକ୍ତକୁ ଗିରଫ ପାଇଁ ପୁଲିସ ଚଢ଼ଉ ଜାରି ରଖିଛି। ଏନେଇ ସୂଚନା ଦେଇଛନ୍ତି ଏସପି ଭବାନୀ ଶଙ୍କର ଉଦଗାତା। ସୂଚନାଯୋଗ୍ୟ, ଜଗତସିଂହପୁରରେ ଗତକାଲି ରାତିରେ ଜଣେ ୧୮…