ସିଏମଓ ଅଫିସ୍‍ ନାଁ କହି ଠକେଇ

ଭୁବନେଶ୍ୱର:: ସିଏମିଓ ଅଫିସ୍‍ ନାଁ କହି ଜଣେ ଇଞ୍ଜିନିୟରଙ୍କଠାରୁ ଠକେଇ ହୋଇଥିବା ଅଭିଯୋଗ ହୋଇଛି । ଅନୁଗୁଳର ଜଣେ ଇଞ୍ଜିନିୟଙ୍କଠୁ ୨ଲକ୍ଷ ଟଙ୍କା ଠକେଇ ନେଇ ଅଭିଯୋଗ ଆସିଛି । ଅଭିଯୋଗ ପରେ ମାମଲା ରୁଜୁ କରି ପୁଲିସ ତଦନ୍ତ ଆରମ୍ଭ କରିଛି ।

  • Garvita Odia

    Related Posts

    ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

    ମାଲକାନଗିରି: ଛତିଶଗଡ଼ ବିଜାପୁରରେ ପୁଣି ମାଓ ହିଂସା । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ପୁଣି ଥରେ ମାଓ ହିଂସା ଦେଖିବାକୁ ମିଳିଛି । ଯେଉଁଥିରେ ଜଣେ ଗ୍ରାମବାସୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ଲାଲ୍‌ ବାହିନୀ ।…

    ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ

    ରାୟଗଡ଼ା: ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅନ୍ତର୍ଗତ କାଣିଯୋଡ଼ି ଆମ୍ବତୋଟା ନିକଟରେ ଏକ ଆମ୍ବଗଛରେ ଜଣେ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଠାବ ହୋଇଛି। ମୃତ ଯୁବକ ଜଣକ ଥେରୁବାଲିର ସଞ୍ଜୟ କୁମାର ଦେ। ଗଛ ତଳେ ନିଜର ବାଇକ୍‌ ରଖି…

    Leave a Reply

    Your email address will not be published. Required fields are marked *

    You Missed

    ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

    ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ

    ମୁଖ୍ୟମନ୍ତ୍ରୀଙ୍କଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ

    ମୁଖ୍ୟମନ୍ତ୍ରୀଙ୍କଘୋଷଣା: ସୁବର୍ଣ୍ଣପୁରରେ ହେବ ୪ ନଦୀଗର୍ଭ ଜଳାଶୟ

    ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ,ମୋଟ ୪୫

    ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ,ମୋଟ ୪୫

    ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ

    ଯୁବକଙ୍କ ଝୁଲନ୍ତା  ମୃତଦେହ ଠାବ

    ୭୬ ସହରାଞ୍ଚଳ ଗରିବଙ୍କୁ ମିଳିବ ୫୩୨୮ ଘର

    ୭୬ ସହରାଞ୍ଚଳ ଗରିବଙ୍କୁ ମିଳିବ ୫୩୨୮ ଘର

    ୬ ମହଲା କୋଠାରୁ ପଡ଼ି ଶ୍ରମିକ ମୃତ

    ୬ ମହଲା କୋଠାରୁ ପଡ଼ି ଶ୍ରମିକ ମୃତ