ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ଗଞ୍ଜାମ: ଦୁଇ ନାବାଳିକାଙ୍କୁ ଘରୁ ଡାକି ନେଇ ଗଣଦୁଷ୍କର୍ମ କରାଯାଇଛି। ଏ ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ​କରାଯିବା ପରେ ପୁଲିସ ଅଭିଯୁକ୍ତମାନଙ୍କୁ ଧରିବାକୁ ଉଦ୍ୟମ ଚଳାଇଛି। ଘଟଣାଟି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଘଟିଛି।
ସୂଚନା ଅନୁସାରେ, ନାବାଳିକାଙ୍କ ଘରେ ଗୁରୁବାର ରାତିରେ କୌଣସି ଶୁଭକାର୍ୟ୍ୟ ଚାଲିଥିଲା। ଏହି ଅବସରରେ ସ୍ଥାନୀୟ ୪ ଜଣ ଯୁବକ ନାବାଳିକା ଦ୍ଵୟଙ୍କୁ ବାହାନା ଦେଖାଇ ଘରୁ ଡାକି ନେଇଥିଲେ। ସେମାନଙ୍କୁ ଗାଁ ବାହାରକୁ ନେଇ ଦୁଷ୍କର୍ମ କରିଥିଲେ। ନାବାଳିକା ଦୁଇ ଜଣ ଏ ନେଇ ଘରେ ଜଣାଇବା ପରେ ପରିବାର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି।

  • Garvita Odia

    Related Posts

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର

    ମାହାଙ୍ଗା: ବନ୍ଦ ଘରୁ ଯୁବକ-ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କଟକ ଜିଲ୍ଲା ମାହାଙ୍ଗା ଥାନା ଖନ୍ଦୋଳ ଗାଁର ଏକ ଭଡ଼ା ଘରୁ ମୃତଦେହ ଉଦ୍ଧାର ହୋଇଛି । ପ୍ରେମ ସମ୍ପର୍କରୁ ଆତ୍ମହତ୍ୟା କରିଥିବା ସନ୍ଦେହ । ଘଟଣାସ୍ଥଳରେ ମାହାଙ୍ଗା ଥାନା…

    ଶୋଇଥିବାବେଳେ ଘର ଉପରକୁ ବୋମାମାଡ଼

    ବାଙ୍କୀ: ଶୋଇଥିବାବେଳେ ଘର ଉପରକୁ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ। ଏପରି ଘଟଣା ଘଟିଛି କଟକ ଜିଲା ବାଙ୍କୀ ମହଙ୍ଗା ଗୋପାଳପୁର ଗାଁରେ। ଏହି ଗାଁରେ ୩ଟି ବୋମାମାଡ଼ ହୋଇଛି। ଫଳରେ ଗାଁ ଧୂଆଁମୟ ହୋଇଯାଇଥିଲା। ବୋମାମାଡ଼ରେ ଭାଙ୍ଗିଲା ଘରର କବାଟ ଝରକା…

    Leave a Reply

    Your email address will not be published. Required fields are marked *

    You Missed

    ୭ ମାଓବାଦୀ ନିହତ

    ୭ ମାଓବାଦୀ ନିହତ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର