୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୭ଟି ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଭୁବନେଶ୍ଵର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ଜଣଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି।ସେହିପରି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୮୧, ବାଣିଜ୍ୟ ଏ ପରିବହନ ବିଭାଗରେ ୬୩, ପଞ୍ଚାୟତିରାଜ ବିଭାଗରେ ୪୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ଏହା ସହ ଅବକାରୀ ବିଭାଗରେ ୩୨ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗରେ ୧୯ ଜଣଙ୍କୁ ମିଳିଛି ନିଯୁକ୍ତି।ଭୁବନେଶ୍ଵର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୭୮ଙ୍କୁ ନିଯୁକ୍ତି ପତ୍ର ଦିଆଯାଇଛି।
ସେହିପରି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୮୧, ବାଣିଜ୍ୟ ଏ ପରିବହନ ବିଭାଗରେ ୬୩, ପଞ୍ଚାୟତିରାଜ ବିଭାଗରେ ୪୯ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଏହା ସହ ଅବକାରୀ ବିଭାଗରେ ୩୨ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗରେ ୧୯ ଜଣଙ୍କୁ ମିଳିଛି ନିଯୁକ୍ତି।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ