ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

ପାରାଦୀପ : ଇଦ୍ ପାଳିବା ପାଇଁ ଆସିଥିଲେ ପାରାଦୀପ । ୭ ଜଣ ସାଙ୍ଗ ସମୁଦ୍ରର ଲହଡିରେ ମଜାମସ୍ତି କରୁଥିଲେ । ହଠାତ୍ ଆସିଲା ଏକ ବଡ଼ ଲହଡ଼ି ଏବଂ ଜଣେ ଛାତ୍ରକୁ ଟାଣିନେଲା । ନିଜ ଆଖି ସାମ୍ନାରେ ସାଙ୍ଗ ଭାସି ଯାଉଥିଲେ ମଧ୍ୟ କିଛି କରିପାରିଲେ ନାହିଁ ।

ପାରାଦୀପ ବାଲିଯାତ୍ରା ପଡ଼ିଆ ନିକଟସ୍ଥ ସମୁଦ୍ରରେ ଘଟିଛି ଏଭଳି ଅଭାବନୀୟ ଘଟଣା । ୭ ଜଣ ଛାତ୍ର ଗାଧୋଇବା ବେଳେ ଜଣେ ଭାସିଯାଇ ନିଖୋଜ ହୋଇଛନ୍ତି । ସେମାନେ କେନ୍ଦ୍ରାପଡା ସ୍ବୟଂ ଶାସିତ କଲେଜର ଛାତ୍ର ବୋଲି ସୂଚନା ମିଳିଛି । ପାରାଦୀପ ବନ୍ଦର ସିଆଇଏସ‌ଏଫ ଓ କୁଜଙ୍ଗ ଅଗ୍ନିଶମ ବିଭାଗ ପକ୍ଷରୁ ପକ୍ଷରୁ ଖୋଜାଖୋଜି ଜାରି ରହିଥିଲେ ମଧ୍ୟ ନିଖୋଜ ଯୁବକଙ୍କ କୌଣସି ସନ୍ଧାନ ମିଳିନାହିଁ । ନିଖୋଜ ଯୁବକ ଜଣଙ୍କ କେନ୍ଦ୍ରାପଡା ଜିଲ୍ଲା ଜୟପୁରା ଗ୍ରାମର ସେକ୍ ଅମନ୍ ଉଲ୍ଲା । ପରିବାରକୁ ଖବର ଦିଆଯାଇଥିବା ବେଳେ, ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ନାହାନ୍ତି ।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading
    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ