ଆଇଏଏସ୍‌ ଧୀମାନ ଚକମାଙ୍କୁ ନିଲମ୍ବନ ନିର୍ଦ୍ଦେଶ

ଭୁବନେଶ୍ବର : ଧର୍ମଗଡ ଉପଜିଲ୍ଲାପାଳ ଆଇଏଏସ ଧୀମାନ ଚକମାଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଲେ ରାଜ୍ୟପାଳ। ଲାଞ୍ଚ ନେଇ ଆଇଏଏସ ଧୀମାନ ଚକମା ଗିରଫ ହେବା ପରେ କାର୍ୟ୍ୟାନୁଷ୍ଠାନ ନିଆଯାଇଛି। ନିଲମ୍ବନ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ଜୟପାଟଣା ଅଞ୍ଚଳର ଜନୈକ କ୍ରସର ମାଲିକଙ୍କୁ ଭୟଭୀତ କରାଇ ଉପଜିଲ୍ଲାପାଳ ଶ୍ରୀ ଚକ୍‌ମା ୨୦ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ । ରବିବାର ଧର୍ମଗଡ଼ସ୍ଥିତ ସରକାରୀ ବାସଭବନକୁ ଡାକି ୧୦ ଲକ୍ଷ ଟଙ୍କା ଲାଞ୍ଚ ଗ୍ରହଣ କରିଥିଲେ । ବାସଭବନର ଅଫିସ୍‌ ଟେବୁଲ ଡ୍ରୟର ଭିତରେ ଟଙ୍କା ରଖିଥିଲେ । ପୂର୍ବ ଯୋଜନା ଅନୁଯାୟୀ, ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ୨୬ଟି ଶହେ ଟଙ୍କିଆ ବଣ୍ଡଲ ଜବତ କରିଥିଲେ । ଉପଜିଲ୍ଲାପାଳଙ୍କ ସରକାରୀ ବାସଭବନ ଯାଞ୍ଚ ବେଳେ ଆହୁରି ୪୭ଲକ୍ଷ ଟଙ୍କା ନଗଦ ଜବତ କରାଯାଇଥିଲା । ଏହା ପରେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମାଙ୍କୁ ଭିଜିଲାନ୍ସ ଟିମ୍ ଗିରଫ କରି କୋର୍ଟ ଚାଲାଣ କରିଛି।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ