ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି

ଭୁବନେଶ୍ବର: ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି। ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଅନୁସାରେ ଦୈନିକ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ବୃଦ୍ଧି ହୋଇଛି। ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ୬୧୨ରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ରାଜ୍ୟ ସରକାର ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ୧୧ ଟଙ୍କା ବଢ଼ାଇଛନ୍ତି। ୨୦୨୫ ଜାନୁଆରି ପହିଲାରୁ ପିଛିଲା ଭାବେ ଲାଗୁ ହେବ।

ସେହିପରି ବେସାମରିକ ପ୍ରତିରକ୍ଷା ସ୍ବେଚ୍ଛାସେବୀମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ବୃଦ୍ଧି କରାଯାଇଛି। ଏହା ୩୧ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି ପାଇଛି। ରାଜ୍ୟ ସରକାର ଟ୍ରେନିଂ ଭତ୍ତା ୨୮ରୁ ୧୪୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏହା ମେ’ ପହିଲା ଠାରୁ ପିଛିଲା ଭାବେ ଲାଗୁ ହେବ। ସ୍ବେଚ୍ଛାସେବୀଙ୍କ ସଂଖ୍ୟାରେ ବୃଦ୍ଧି ହେବା ନେଇ ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି। ଦୀର୍ଘଦିନ ହେବ ଦାବି ରଖାଯାଇଥିବା ବେଳେ ବର୍ତ୍ତମାନ ମୋହନ ସରକାର ତାଙ୍କ କଥା ରଖିଛନ୍ତି।

  • Garvita Odia

    Related Posts

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    ୨୦ରୁ ଖୋଲିବ ସ୍କୁଲ

    ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୦ରୁ ଖୋଲିବ ସମସ୍ତ ବିଦ୍ୟାଳୟ । ୧୮ ବଦଳରେ ୨୦ରେ ସ୍କୁଲ ଖୋଲିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟ ଖୋଲିବା ପୂର୍ବରୁ ସ୍ବଚ୍ଛତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ନିରାପଦ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !

    ବିମାନ ଦୁର୍ଘଟଣା: ୩୩ଜଣଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର

    ବିମାନ ଦୁର୍ଘଟଣା: ୩୩ଜଣଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର