ଯାଜପୁରରେ ଜାତୀୟ ସ୍ୱାସ୍ଥ୍ୟ ବିଭାଗର ଟିମ୍

ଯାଜପୁର : ଯାଜପୁରରେ ୮ ହଇଜା ରୋଗୀ ଚିହ୍ନଟ ହେବା ପରେ ସ୍ଥିତି ନିୟନ୍ତ୍ରଣ ଲାଗି ପହଞ୍ଚିଲେ ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଡ. ବୃନ୍ଦା ଡି. । ଜାତୀୟ ସ୍ୱାସ୍ଥ୍ୟ ବିଭାଗର ଟିମ୍ ଯାଜପୁର ଗସ୍ତ କରି ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତ କ୍ଷ ଜାତୀୟ ସ୍ୱାସ୍ଥ୍ୟ ମିଶନ ଡାଇରେକ୍ଟର ବୃନ୍ଦା ଡି., ସ୍ପେଶାଲ ସେକ୍ରେଟାରୀ ଡ଼ଃ ବିଜୟ ମହାପାତ୍ର, ଆଡ଼ିସନାଲ ଡିଏମଇଟି ପ୍ରଫେସର ଡବ୍ଲୁଏଚ୍‌ଓର ପ୍ରତିନିଧି ମିଳିତ ଯାଜପୁର ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି କ୍ଷ ପ୍ରଥମେ ଧର୍ମଶାଳା ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଝାଡାବାନ୍ତିର ଅନୁଧ୍ୟାନ କରିଛନ୍ତ କ୍ଷ ଗ୍ରାଉଣ୍ଡ ଜିରୋରେ ପାନୀୟ ଜଳ ବିଶୋଧନ କରାଯାଇଥିବା ବେଳେ ପ୍ରତ୍ୟେକ ଗ୍ରାମରେ ଆଶା ଓ ଅଙ୍ଗନବାଡି କର୍ମୀ ସଚେତନ କରୁଥିବା ବେଳେ ଯଦି କେହି ଆକ୍ରାନ୍ତ ଥାଆନ୍ତି ସେମାନଙ୍କୁ ଚିକିତ୍ସାଳୟ ଅଣାଯିବାର ବ୍ୟବସ୍ଥା କରାଯାଉଛି । ସେପଟେ ଭୋଜିଭାତ ନକରିବାକୁ ଜିଲ୍ଲାପାଳ ମାର୍ଗଦର୍ଶିକା ଜାରି କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ୪୧ଟି ନମୁନା ର ପରୀକ୍ଷା ଯାଇଥିବା ବେଳେ ୮ ହଇଜା ପଜିଟିଭ ରିପୋର୍ଟ ଆସିଛି କ୍ଷ ତେବେ ଏବେବି ଜିଲ୍ଲାରେ ୨୨୦ରୁ ଉର୍ଦ୍ଧ୍ବ ରୋଗୀ ଚିକିତ୍ସିତ ହେଉଛନ୍ତି ।

  • Garvita Odia

    Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ଯୁବ ଜେଆରଏ

    ଭୁବନେଶ୍ୱର: ଆଜି ଜଣେ ଲାଞ୍ଚୁଆ ଯୁବ ସରକାରୀ କର୍ମଚାରୀଙ୍କୁ ଧରିଛି ଭିଜିଲାନ୍ସ। ତାଙ୍କ ନାଁ ସୌରଭ ତ୍ରିପାଠୀ।ଗିରଫ ଶ୍ରୀ ତ୍ରିପାଠୀ ଭୁବନେଶ୍ୱର ଉପଜିଲ୍ଲାପାଳ ଅଫିସରେ ଜୁନିଅର୍ ରେଭେନ୍ୟୁ ଆସିଷ୍ଟାଣ୍ଟ (JRA) ଭାବେ ନିଯୁକ୍ତ ହୋଇଛନ୍ତି।ଏକ ସାର୍ଟିଫିକେଟ୍‌ ମାମଲା ଦୀର୍ଘଦିନରୁ ପଡ଼ି ରହିଥିବା…

    ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା। ବୟନ ଶିଳ୍ପ ଶ୍ରମିକ ମାନଙ୍କ ମଜୁରୀ ଭତ୍ତା ହଜାରେ ଟଙ୍କା ଲେଖାଏଁ ବୃଦ୍ଧି କରାଯାଇଛି। ମହିଳା ଶ୍ରମିକଙ୍କ ମଜୁରୀ ଭତ୍ତା ୬ ହଜାର ଟଙ୍କାରୁ ୭ ହଜାର ଟଙ୍କା ହୋଇଥିବାବେଳେ…

    Leave a Reply

    Your email address will not be published. Required fields are marked *

    You Missed

    ମନ୍ତ୍ରୀମାନଙ୍କୁ ସିଏମ ମାଗିଲେ ପରଫର୍ମାନ୍ସ ରିପୋର୍ଟ

    ମନ୍ତ୍ରୀମାନଙ୍କୁ ସିଏମ ମାଗିଲେ  ପରଫର୍ମାନ୍ସ ରିପୋର୍ଟ

    ଲାଞ୍ଚ ନେଇ ଧରାପଡ଼ିଲେ ଯୁବ ଜେଆରଏ

    ଲାଞ୍ଚ ନେଇ ଧରାପଡ଼ିଲେ ଯୁବ ଜେଆରଏ

    ଅଶ୍ଳୀଳ କଣ୍ଟେଣ୍ଟ: ବ୍ୟାନ ହେଲା ୨୫ଟି ଭିଡିଓ ପ୍ଲାଟଫର୍ମ

    ଅଶ୍ଳୀଳ କଣ୍ଟେଣ୍ଟ: ବ୍ୟାନ ହେଲା ୨୫ଟି ଭିଡିଓ ପ୍ଲାଟଫର୍ମ

    ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା

    ବଢିଲା ବୁଣାକାର ଶ୍ରମିକଙ୍କ ଭତ୍ତା