୨୦ରୁ ଖୋଲିବ ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୦ରୁ ଖୋଲିବ ସମସ୍ତ ବିଦ୍ୟାଳୟ । ୧୮ ବଦଳରେ ୨୦ରେ ସ୍କୁଲ ଖୋଲିବାକୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟ ଖୋଲିବା ପୂର୍ବରୁ ସ୍ବଚ୍ଛତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ନିରାପଦ ପାନୀୟ ଜଳ ଉପରେ ଗୁରୁତ୍ବ ଦିଆଯାଇଛି। ବିଦ୍ୟାଳୟ ଖୋଲିବାର ଦିନକ ପୂର୍ବରୁ ଅର୍ଥାତ ୧୯ ତାରିଖରେ ଶିକ୍ଷକ, କର୍ମଚାରୀ, ପାଚିକା ଏବଂ ସହାୟିକାଙ୍କୁ କାର‌୍ୟ୍ୟରେ ଯୋଗଦେବାକୁ ନିର୍ଦେଶ ଦିଆଯାଇଛି। ସୂଚନା ଅନୁଯାୟୀ, ରାଜ୍ୟରେ ଏବେ ଝାଡ଼ାବାନ୍ତି ଗୋଟିଏ ପରେ ଗୋଟିଏ ଜିଲାକୁ ବ୍ୟାପୁଛି। ଅନ୍ୟପକ୍ଷରେ କରୋନା ସଂକ୍ରମଣର ଭୟ ମଧ୍ୟ ରହିଛି। ଏବେ ବିଦ୍ୟାଳୟଗୁଡ଼ିକ ବନ୍ଦ ଥିବାରୁ ଅଭିଭାବକମାନେ ଆଶ୍ବସ୍ତ ଅଛନ୍ତି। ୨୦ରୁ ବିଦ୍ୟାଳୟ ଖୋଲିବା ପରେ ଏ ଦିଗରେ ଅଧିକ ଯତ୍ନବାନ ହେବାର ଆବଶ୍ୟକତା ରହିଛି।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !