ଯୁବ ପୁରସ୍କାର ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ

ଭୁବନେଶ୍ବର: କେନ୍ଦ୍ର ସାହିତ୍ୟ ଏକାଡେମି ପକ୍ଷରୁ ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ ହୋଇଛି। ଓଡ଼ିଆ ଲେଖକ ସୁବ୍ରତ ସେନାପତିଙ୍କୁ ଯୁବ ପୁରସ୍କାର ଓ ରାଜକିଶୋର ପାଢୀଙ୍କୁ ମିଳିବ ବାଳ ସାହିତ୍ୟ ପୁରସ୍କାର। ଉଭୟଙ୍କୁ ପୁରସ୍କାର ବାବଦରେ ୫୦ ହଜାର ଟଙ୍କା ଲେଖାଏଁ ଦିଆଯିବ।
ସୁବ୍ରତ ସେନାପତି ‘କଦମ୍ବବନ’ ପୁସ୍ତକ ଓ ରାଜକିଶୋର ପାଢୀ ‘କେତେ ଫୁଲ ଫୁଟିଚି’ ପାଇଁ ଏହି ମର୍ୟାଦାଜନକ ପୁରସ୍କାର ପାଇବେ।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ