ଅବପାତରେ ପରିଣତ ହେଲା ବାତ୍ୟା

ଭୁବନେଶ୍ଵର, : ଦୁର୍ବଳ ହୋଇ ଅବପାତରେ ପରିଣତ ହେଲା ବାତ୍ୟା। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଆଜି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝରକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ସ୍କୁଲ ବନ୍ଦ ରହିଛି।
ସୂଚନାନୁଯାୟୀ, ବାତ୍ୟା ଦାନା ପ୍ରଭାବରେ ମାସ ଶେଷ ଯାଏ ପାଗ ମେଘୁଆ ରହିବ । ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେବ । ଶନିବାରଠୁ ବର୍ଷା ପ୍ରାୟତଃ କମିଯିବ । ୩୧ ତାରିଖ ତଥା ଦୀପାବଳି ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା ସମେତ ଉତ୍ତର ପଶ୍ଚିମ ଆଭ୍ୟନ୍ତରରେ ବର୍ଷା ହୋଇପାରେ ।ଗତ କିଛି ସପ୍ତାହ ଧରି ରାଜ୍ୟରେ ପାଗ ଖରାଟିଆ ହେଉଥିଲା । ବାୟୁମଣ୍ଡଳରେ ଆର୍ଦ୍ରତା ଅଧିକ ରହିବା ଯୋଗୁ ଭୀଷଣ ଗୁଳୁଗୁଳି ଅନୁଭୂତ ହେଉଥିଲା । ଦିନରେ ଖରାଦିନ ଭଳି ଟାଣ ଖରା ଓ ଗରମ ଅନୁଭୂତ ହେଉଥିଲା । ପୂର୍ବ  କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସ୍ଥିତି ପରେ ପାଗ  ଥଣ୍ଡା ପଡ଼ିଯାଇଛି । ଗତ ୨ଦିନ ଧରି ରାତି ବେଳା ସାମାନ୍ୟ  ଥଣ୍ଡା ଅନୁଭୂତ ହେଉଛି ।

Related Posts

ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

Continue reading
ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

Continue reading

Leave a Reply

Your email address will not be published. Required fields are marked *

You Missed

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ