୩୦ରୁ ଦଶମ ସପ୍ଲିମେଣ୍ଟାରୀ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁନ୍‌ ୩୦ ତାରିଖରୁ ଆରମ୍ଭ ହେବ। ୩୨୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବାବେଳେ ସେମାନଙ୍କ ନିମନ୍ତେ ୯୮ଟି କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଚଳିତ ବାର୍ଷିକ ପରୀକ୍ଷାରେ ଅକୃତକାର୍ୟ୍ୟ ହୋଇଥିବା ଏବଂ ପରୀକ୍ଷା ଦେଇପାରିନଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୧୦ ତାରିଖ ପର୍ୟ୍ୟନ୍ତ ପରୀକ୍ଷା ଦେବେ। ଅନ୍ୟପକ୍ଷରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରମାଣପତ୍ର ପରୀକ୍ଷା ନିମନ୍ତେ ୧୦୩ ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା ରହିଛି। ପ୍ରାୟ ୧୦ ହଜାର ୮୦୯ ପରୀକ୍ଷାର୍ଥୀ ଉକ୍ତ ପରୀକ୍ଷା ଦେବେ। ଉଭୟ ପରୀକ୍ଷା ପାଇଁ ବୋର୍ଡ ୱେବସାଇଟ୍‌ରେ ପ୍ରବେଶ ପତ୍ର ଉପଲବ୍ଧ ଥିବା ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।

  • Related Posts

    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading
    ଭୋଟର ତାଲିକାରେ ନାମ ସାମିଲ ପାଇଁ ୩୩,୫୧୫ଟି ଫର୍ମ-୬ ଆବେଦନ ଗ୍ରହଣ

    ୩ ଦିନରେ ରାଜ୍ୟବ୍ୟାପୀ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ ଭୁବନେଶ୍ୱର : ୧୦ ଅକ୍ଟୋବର ୨୦୨୬ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ