ହାତୀ ଆକ୍ରମଣରେ ସ୍କ୍ୱାଡ୍ କର୍ମୀ ମୃତ

ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା କତଡା ଗ୍ରାମରେ ହାତୀ ଆକ୍ରମଣରେ ଜଣେ କାର୍ୟ୍ୟରତ ହାତୀ ସ୍କ୍ୱାଡ୍ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଆଜି ଭୋର ସାଢ଼େ ୩ ଟାରେ ଗାଁ ପାଖ ଜଙ୍ଗଲକୁ ୮ ଟିକିଆ ହାତୀପଲ ଫେରୁଥିବା ବେଳେ ହାତୀ ସ୍କ୍ୱାଡ୍ ପିଛା କରୁଥିଲେ। ଏହି ସମୟରେ ଏକ ମାଈ ହାତୀ ନିଜ ଛୁଆ ସୁରକ୍ଷା ପାଇଁ ହାତୀ ସ୍କ୍ୱାଡ୍ କର୍ମଚାରୀ ଯୁଗଳ ନାଏକ(୪୦)ଙ୍କୁ ଏକୁଟିଆ ପାଇ ଦଳି ମାରିଦେଇଥିଲା। ଖବର ପାଇ ରେଞ୍ଜର ମାଧବ ନାଏକ ଓ ସ୍ଥାନୀୟ ପୁଲିସ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛନ୍ତି।

  • Related Posts

    ସିବିଏସଇର ସିଟି ଏବଂ ଏଆଇ ପାଠ୍ୟକ୍ରମ ଶୁଭାରମ୍ଭ କଲେ ଧର୍ମେନ୍ଦ୍ର

    ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ)ର ନୂତନ ‘କମ୍ପ୍ୟୁଟେସନାଲ୍ ଥିଙ୍କିଙ୍ଗ୍ ଏବଂ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ’ (ସିଟି ଏବଂ ଏଆଇ) ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତୃତୀୟରୁ ଅଷ୍ଟମ ଶ୍ରେଣୀ…

    Continue reading
    ଆଜି ସରିବ ମାଟ୍ରିକ୍ ସବଜେକ୍ଟିଭ୍ ପରୀକ୍ଷାର ଉତ୍ତର ଖାତା ଦେଖା

    କଟକ : ଆଜି ସରିବ ମାଟ୍ରିକ୍ ସବଜେକ୍ଟିଭ୍ ପରୀକ୍ଷାର ଉତ୍ତର ଖାତା ଦେଖା । ମାର୍ଚ୍ଚ ୧୯ରୁ ଏହି ମୂଲ୍ୟାୟନ ପ୍ରକ୍ରିୟା ରାଜ୍ୟର ୩୦ଟି ଯାକ ଜିଲ୍ଲାର ୫୦ଟି ମୂଲ୍ୟାୟନ କେନ୍ଦ୍ରରେ ଚାଲିଆସୁଛି । ମାଟ୍ରିକ୍ ସହ ଆରମ୍ଭ ହୋଇଥିବା ଏସ୍ଓଏସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ