ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌

ରାଉରକେଲା: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ସୁନ୍ଦରଗଡ ଜିଲ୍ଲା କାଂଶବାହାଲଠାରେ ଥିବା ଶଙ୍ଖ ନଦୀର ଜଳସ୍ତର ବୃଦ୍ଧି ପାଉଛି । ସେଥିପାଇଁ ମନ୍ଦିରା ଡ୍ୟାମ୍‌ର ୪ଟି ଗେଟ୍‌ ଖୋଲି ଦିଆଯାଇଛି । ଡ୍ୟାମ୍‌କୁ ୧୭,୯୭୨ କ୍ୟୁସେକ ଜଳ ପ୍ରବେଶ କରିଥିବା ବେଳେ ୧୭,୮୭୦ କ୍ୟୁସେକ ଜଳ ଛଡ଼ା ଯାଉଛି । ଫଳରେ ବ୍ରାହ୍ମଣୀ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।

ଏହି କାରଣରୁ ବ୍ରାହ୍ମଣୀ ନଦୀର କୂଳରେ ବସବାସ କରୁଥିବା ଲୋକଙ୍କୁ ସତର୍କ ରହିବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି । ଶଙ୍ଖ ନଦୀର ଜଳସ୍ତର ବଢ଼ିଲେ ଡ୍ୟାମ୍‌ର ଆହୁରି ଗେଟ୍‌ ଖୋଲା ଯାଇପାରେ ବୋଲି ସୂଚନା ରହିଛି ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ