ମୁଖ୍ୟମନ୍ତ୍ରୀଙ୍କ କଥା ମାନୁଥିଲେ ଏପରି ବିଭ୍ରାଟ ହୋଇନଥାନ୍ତା:ପ୍ରମିଳା

ଭୁବନେଶ୍ବର: ରଥଯାତ୍ରାରେ ସୃଷ୍ଟି ହୋଇଥିବା ଦଳଚକଟା ଭଳି ସ୍ଥିତି ନେଇ ରାଜ୍ୟରେ ଶାସକ ଏବଂ ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ସରକାର ବିରୋଧୀଙ୍କ ଟାର୍ଗେଟରେ ରହିଛନ୍ତି। ସମୀକ୍ଷା ବୈଠକ ଜୋର ହେଉଛି କିନ୍ତୁ କାମ ହେଉନାହିଁ ବୋଲି ବି‌ରୋଧୀ ଅଭିଯୋଗ କରିଛନ୍ତି। ସରକାରଙ୍କ ଠାକୁରଙ୍କ ପ୍ରତି ଭକ୍ତି ନାହିଁ, ଲୋକଙ୍କ ପ୍ରତି ଆନ୍ତରିକତା ନାହିଁ।
ସରକାର ସୁରକ୍ଷା ଦେଇ ପାରିନାହାନ୍ତି ଫଳରେ ଲୋକେ ପୁରୀକୁ ଆସିବାକୁ ଡରୁଛନ୍ତି ବୋଲି ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଅଭିଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କଥାକୁ କେହି ମାନୁ ନାହାନ୍ତି, ମାନୁଥିଲେ ଏପରି ବିଭ୍ରାଟ ହୋଇନଥାନ୍ତା। କେବଳ ଏସପି କଲେକ୍ଟରଙ୍କ ବଦଳି ନ କରି ବଡ଼ ଅଫିସରଙ୍କ ଉପରେ କାହିଁକି ଆକ୍ସନ ନେଉନାହାନ୍ତି ବୋଲି ପ୍ରମିଳା ପ୍ରଶ୍ନ କରିଛନ୍ତି।
ବଡ଼ ଠାକୁର ପଡ଼ିଯିବା ଘଟଣା, ଶରଧାବାଲିରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ନନ୍ଦିଘୋଷ ରଥ ଗଡିବାରେ ବିଳମ୍ବ କେବେ ଦେଖିବାକୁ ମିଳିନଥିଲା ବୋଲି ପ୍ରମିଳା କହିଛନ୍ତି।

  • Related Posts

    ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ

    ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ। ସରକାର ମୁଖ୍ୟ ଭାବେ ନିରବଚ୍ଛିନ୍ନ ୨୫ ବର୍ଷର ନେତୃତ୍ବ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇ ଏକ ସଂକଳ୍ପ ପାରିତ ହୋଇଛି। ଆଜିଠୁ ସାରା ଦେଶରେ ସେବା…

    Continue reading
    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ