ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଓଏଏସ ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏକ ଜରୁରୀ ବୈଠକ ଡାକିଛନ୍ତି । ଏନେଇ ଲୋକସେବା ଭବନରେ ଜରୁରୀ ବୈଠକ ଆରମ୍ଭ ହୋଇଛି । ବୈଠକରେ ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଓ ବିଭୂତି ଜେନାଙ୍କ ସମେତ ଅନ୍ୟ ମନ୍ତ୍ରୀ ଓ ଅଧିକାରୀ ଉପସ୍ଥିତ ଥିବା ଜଣାଯାଇଛି ।

ପ୍ରକାଶ ଯେ ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ପରେ ସମୂହ ଛୁଟିରେ ଓଏଏସ୍ ଅଧିକାରୀ । ଯାହାର ପ୍ରଭାବ ଆଜି ଦେଖିବାକୁ ମିଳିଛି । ଅଫିସ୍‌ରେ ନାହାନ୍ତି ଅଫିସର । ସବୁ ଅଫିସ୍‌ ଏବେ ଖାଁ ଖାଁ । ଅଫିସ୍‌ ଆଗରେ ଲୋକଙ୍କ ଗହଳି ଲାଗିଥିବା ବେଳେ ଶାସନ ବ୍ୟବସ୍ଥା ଠପ୍ ହୋଇପଡ଼ିଛି । ଫଳରେ ଲୋକେ ନିରାଶ ହେଉଛନ୍ତି। ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ କାର୍ପଟଦାରଙ୍କ ଗିରଫ ଦାବି କରିଛି ଓଏଏସ୍‌ ସଂଘ। ଆଜି ସୁଦ୍ଧା କାର୍ପଟଦାରଙ୍କୁ ଗିରଫ କରି କାର୍ୟ୍ୟାନୁଷ୍ଠାନ ନନେଲେ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଓଏଏସ୍ ସଂଘ।

  • Related Posts

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନୂଆଦିଲ୍ଲୀ ଗସ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଏହି ଅବସରରେ ବିଜେପିର କେନ୍ଦ୍ରୀୟ ନେତୃତ୍ବଙ୍କ…

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର : ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲିବାକୁ ବ୍ୟବସାୟୀ ଅନୁଷ୍ଠାନକୁ ଅନୁରୋଧ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଗକୁ ବସ୍‌ଷ୍ଟାଣ୍ଡ, ରେଳ ଷ୍ଟେସନ, ପରିବା ହାଟ, ବଜାର ଭଳି ସର୍ବସାଧାରଣ ସ୍ଥାନରେ ଖୋଲାଯିବ ଏହି ସେଣ୍ଟର…

    Leave a Reply

    Your email address will not be published. Required fields are marked *

    You Missed

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଏଣିକି ୭୫ ପ୍ରତିଶତ ଉପସ୍ଥାନ ବାଧ୍ୟତାମୂଳକ

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ଦିଲ୍ଲୀରେ ବିଦ୍ୟୁତ୍ ଦର ବୃଦ୍ଧି କରିବାକୁ ଅନୁମତି

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

    ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ