ଆଜ୍ଞାମାଳ ବିଜେ ପରେ ୩ ରଥର ଦକ୍ଷିଣ ମୋଡ଼

ପୁରୀ : ନବଦିନାତ୍ମକ ଯାତ୍ରାରେ ଶ୍ରୀଜିଉ। ଜନ୍ମବେଦୀରେ ସରି ଆସୁଛି ଲୀଳାଖେଳା। ଆଜିଠୁ ମହାପ୍ରଭୁଙ୍କ ବାହୁଡ଼ା ପ୍ରସ୍ତୁତି ଆରମ୍ଭ। ଷଷ୍ଠୀ ତିଥିରେ ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ୩ ରଥକୁ ଦକ୍ଷିଣ ମୋଡ଼ କରାଯାଉଛି। ରଥ ତ୍ରୟକୁ ଶ୍ରୀଗୁଣ୍ଡିଚା ଘର ସିଂହଦ୍ୱାର ସମ୍ମୁଖରୁ ନାକଚଣା ଦ୍ୱାରକୁ ଅଣାଯାଉଛି। ପ୍ରଥମେ ଦେବଦଳନ, ପରେ ତାଳଧ୍ୱଜ ଓ ଶେଷରେ ନନ୍ଦିଘୋଷ ରଥକୁ ଟଣାଯିବ। ଦକ୍ଷିଣ ମୋଡ଼ ପରେ ବାହୁଡ଼ା ପୂର୍ବରୁ ପୁଣି ତିନି ରଥର ସ୍ଥିତି ଯାଞ୍ଚ ହେବ। ଆସନ୍ତା ୫ ତାରିଖ ଶନିବାର ବାହୁଡ଼ା ଯାତ୍ରାରେ ଗୁଣ୍ଡିଚା ଘରୁ ମହାପ୍ରଭୁ ଶ୍ରୀମନ୍ଦିରକୁ ବାହୁଡ଼ିବେ।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ