ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ଗଲେ ଗଜପତି ମହାରାଜା

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ଗଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଶ୍ରୀମନ୍ଦିର ଦକ୍ଷିଣ ଦ୍ଵାର ଦେଇ ଶ୍ରୀମନ୍ଦିର ପ୍ରବେଶ କରୁଛନ୍ତି । ଏଏସ୍‌ଆଇ ସୂପରିଟେଣ୍ଡେଣ୍ଟ ଡି,ବି ଗଡ଼ନାୟକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଉନ୍ନୟନ ପ୍ରଶାସକ, ନୀତି ପ୍ରଶାସକ ମଧ୍ୟ ରହିଛନ୍ତି ।

ରତ୍ନ ଭଣ୍ଡାର ମରାମତି କାମ କେତେ ଅଗ୍ରସର ହେଲାଣି ସେନେଇ ସମୀକ୍ଷା କରିବେ । ଶ୍ରୀଗୁଣ୍ଡିଚା ପର ଦିନ ଠାରୁ ରତ୍ନ ଭଣ୍ଡାରର ଆନୁସଙ୍ଗିକ ମରାମତି କାର୍ୟ୍ୟ ଆରମ୍ଭ ହୋଇଛି । ପ୍ରାୟ ୫୦ ଘଣ୍ଟାର କାର୍ୟ୍ୟ ବାକି ରହିଥିଲା ବୋଲି ପୂର୍ବରୁ ସୂଚନା ଦେଇଥିଲେ ଆଇନ ମନ୍ତ୍ରୀ । ତେବେ ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ପୂର୍ବରୁ ଜୁଲାଇ ୬ ତାରିଖ ସୁଦ୍ଧା ମରାମତି କାର୍ୟ୍ୟ ଶେଷ ହେବାକୁ ଲକ୍ଷ ରହିଛି ।

  • Related Posts

    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading
    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ