ଆନ୍ଦୋଳନରୁ ଓହରିଲା ଓଏଏସ ସଂଘ

ଭୁବନେଶ୍ୱର: ବିଏମସି ଅରିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ କାର୍ୟ୍ୟବନ୍ଦ ରଖିଥିବା ଓଏଏସ(ଓଡ଼ିଶା ପ୍ରଶାସନିକ ସେବା) ସଂଘ ଗୁରୁବାର ଆନ୍ଦୋଳନରୁ ଓହରିଛି। ଗୁରୁବାର ରାତିରେ ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ବୋଲି କୁହାଯାଉଥିବା ଅଭିଯୁକ୍ତ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ପୁଲିସ ଗିରଫ କରିବା ପରେ ସଂଘ ଆନ୍ଦୋଳନରୁ ହଟିଥିବା ସୂଚନା ଦିଆଯାଇଛି।
ଓଏଏସ ସଂଘକୁ ଓଆରଏସ (ଓଡ଼ିଶା ରାଜସ୍ଵ ସେବା) ସଂଘ ପକ୍ଷରୁ ମଧ୍ୟ ସମର୍ଥନ କରି କାର୍ୟ୍ୟବନ୍ଦ ଆନ୍ଦୋଳନ କରାଯାଇଥିଲା। ରାଜ୍ୟର ବିଭିନ୍ନ ଜିଲାରେ ପ୍ରଶାସନିକ ଅଧିକାରୀମାନେ କାର୍ୟ୍ୟରେ ଯୋଗ ନ ଦେବା ଫଳରେ ସରକାରୀ ତଥା ଜନସାଧାରଣଙ୍କ କାର୍ୟ୍ୟ ବହୁମାତ୍ରାରେ ବାଧାପ୍ରାପ୍ତ ହୋଇଥିଲା। ଜଗାଙ୍କୁ ଗିରଫ କରିବାକୁ ସଂଘ ଦାବି ରଖି ଆନ୍ଦୋଳନ ଚଳାଇଥିଲା। ଜଗା ଗିରଫ ହେବା ପରେ ଆନ୍ଦୋଳନ ପ୍ରତ୍ୟାହାର କରିଛି ସଂଘ।

  • Related Posts

     ଆସନ୍ତା କାଲି ଦେଶର ୭୫୦ ଜିଲ୍ଲା ମୁଖ୍ୟାଳୟରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ଅନୁଷ୍ଠିତ ହେବ

    ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅତ୍ୟନ୍ତ ଗୌରବମୟ ଦିନ: ଶ୍ରୀ ମନମୋହନ ସାମଲ ଭୂବନେଶ୍ୱର, ତା.୦୬/୧୦: ସରକାରଙ୍କ ମୁଖ୍ୟ ଭାବରେ ନିରବଚ୍ଛିନ୍ନ ୨୫ ବର୍ଷର ଗୌରବମୟ ନେତୃତ୍ୱ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟ୍ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ…

    Continue reading
    ଅସ୍ତିତ୍ୱ ହରାଇ ବିଜେଡି ଏବେ ‘ନିର୍ମୂଳୀ ଲତା’ସଦୃଶ

     ଇଣ୍ଡି ମେଂଟ ଓ କଂଗ୍ରେସର ନୈତିକତାର ବଡ଼ ବଡ଼ କଥା କେବଳ ରାଜନୈତିକ ଡ୍ରାମାବାଜି  ବିଜେଡି ଓ ‘ଇଣ୍ଡି’ ମେଂଟର ମଧୁଚନ୍ଦ୍ରିକା ବହୁ ପୁରୁଣା  ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଏବେ ବିଭିନ୍ନ ସାହାରା ଖୋଜୁଛି ବିଜୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ