ଝାରଖଣ୍ଡ ନିର୍ବାଚନ: ଓଡ଼ିଶା ମୁଖ୍ୟମନ୍ତ୍ରୀ ଷ୍ଟାର ପ୍ରଚାରକ

ନୂଆଦିଲ୍ଲୀ: ଝାରଖଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ  ବିଜେପି ତା’ର ଷ୍ଟାର ପ୍ରଚାର ତାଲିକା ଜାରି କରିଛି। ଏହି ୪୦ ଜଣିଆ ଷ୍ଟାର ପ୍ରଚାର ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁ ମଧ୍ୟ ରହିଛି।

ଷ୍ଟାର ପ୍ରଚାରକ ହେବା ପୂର୍ବରୁ ମଧ୍ୟ ମୁଖ୍ୟମନ୍ତ୍ରୀ ମାଝୀ ଏକଦା ଝାରଖଣ୍ଡ ଯାଇଥିଲେ। ଏବେ ତାଙ୍କୁ ବିଜେପି ବିଧିବଦ୍ଧ ଭାବେ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରିଛି। ଏହାର ଅର୍ଥ ସେ ଝାରଖଣ୍ଡରେ ବିଜେପି ପାଇଁ ପ୍ରଚାର କରିବା ସହ ଲୋକଙ୍କୁ ଭୋଟ ମାଗିବେ। ଦଳ ଜାରି କରିଥିବା ୪୦ ଜଣିଆ ଷ୍ଟାର ପ୍ରଚାର ତାଲିକାର ୧୭ନଂ ସ୍ଥାନରେ ଶ୍ରୀ ମାଝୀଙ୍କ ନାଁ ରହିଛି।

ସେହିପରି ସମ୍ବଲପୁର ଲୋକସଭା ଆସନରୁ ଜିତି କେନ୍ଦ୍ରମନ୍ତ୍ରୀ ହୋଇଥିବା ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ମଧ୍ୟ ଷ୍ଟାର ପ୍ରଚାର ତାଲିକାରେ ରହିଛି। ତାଲିକାର ୧୨ ନମ୍ବର ସ୍ଥାନରେ ତାଙ୍କ ନାଁ ରହିଛି।

Related Posts

ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

Continue reading
ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ