ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ମଣତି

ପୁରୀ : ଜାନୁଆରୀ ଶେଷ ସୁଦ୍ଧା ଶେଷ ହେବ ରତ୍ନଭଣ୍ଡାର ଗଣତି ମଣତି। ରତ୍ନ ଭଣ୍ଡାର ମରାମତି ସହ ଅଳଙ୍କାର ଗଣତିମଣିତି କାମ ମଧ୍ୟ ଶେଷ ହେବ । ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। କାର୍ତ୍ତିକ ମାସରେ ହବିଷ୍ୟାଳୀ ଏବଂ ଭକ୍ତଙ୍କର ପ୍ରବଳ ଭିଡ ଯୋଗୁଁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇନଥିଲା। କିନ୍ତୁ ଏବେ କାର୍ତ୍ତିକ ମାସ ଶେଷ ହୋଇଯାଇଛି। ତେଣୁ ଏଏସଆଇ ପକ୍ଷରୁ ବର୍ତ୍ତମାନ ମରାମତି କାର୍ୟ୍ୟ ଆରମ୍ଭ କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ