ଚଳିତ ମାସରେ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ

ଭୁବନେଶ୍ବର: ଚଳିତ ମାସରେ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ । ଏ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ପ୍ରଥମ ପର୍ୟ୍ୟାୟରେ କେନ୍ଦ୍ର ପଠାଇଥିବା ଗହମ ବଣ୍ଟନ କରିବେ ସରକାର । ଯେତିକି ଗହମ ମହଜୁଦ ଅଛି ହିତାଧିକାରୀଙ୍କୁ ବଣ୍ଟନ ପାଇଁ ଯୋଗାଣ ଅଧିକାରୀଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବହୁତ ଦିନ ଧରି ଗହମ ମହଜୁଦ ଥିବାରୁ ନଷ୍ଟ ନକରି ବଣ୍ଟନ ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଦ୍ବିତୀୟ ପର୍ୟ୍ୟାୟରେ ଗହମ ଯୋଗାଣ ସ୍ଥଗିତ ରହିଛି । ପରବର୍ତ୍ତୀ ଅବସ୍ଥାରେ ପୁଣି କେନ୍ଦ୍ରରୁ ଗହମ ଆସିଲେ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ