ବଜ୍ରପାତରେ ୩ ମୃତ

ନୀଳଗିରି: ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ । ନୀଳଗିରି ବ୍ଲକ୍ ତେଲିପାଳ ପଞ୍ଚାୟତ ରାଇପାଳରେ ଘଟିଛି ଏଭଳି ଅଘଟଣ ।କେନାଲରେ କାମ କରୁଥିବା ବେଳେ ହୋଇଥିଲା ବଜ୍ରପାତ । ମୃତକଙ୍କ ମଧ୍ୟରେ ଜଣେ ଜେସିବି ଅପରେଟର ଓ ଦୁଇ ଜଣ ଶ୍ରମିକ ଅଛନ୍ତି । ରାଇପାଳ ଠାରେ ଥିବା ଋଷିଆ କେନାଲରେ କାମ କରୁଥିବା ବେଳେ ଅଘଟଣ ଘଟିଛି ।

  • Garvita Odia

    Related Posts

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ଭୁବନେଶ୍ୱର: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟ ଘଟଣାକୁ ନେଇ ଉଠୁଛି ପଡୁଛି ସାରା ରାଜ୍ୟ । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରି ରାଜରାସ୍ତାକୁ ଓହ୍ଲାଉଇନ୍ତି। ସବୁ ବିରୋଧୀ ଦଳ ନ୍ୟାୟ ଦାବିରେ ହଲ୍ଲାବୋଲ କରୁଛନ୍ତି…

    ଟ୍ବିନ୍ ସିଟିରେ ପିକେଟିଂ

    ଭୁବନେଶ୍ୱର: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତିକୁ ନେଇ ନ୍ୟାୟ ଦାବିରେ ଆଜି କଂଗ୍ରେସ ଏବଂ ବାମଦଳଙ୍କ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ଫଳରେ ଦିଆଯାଇଥିବା ବନ୍ଦ ଡାକରା ଯୋଗୁ ଚକ ଅଖ ସବୁ ବନ୍ଦ ରହିଛି । ଛାତ୍ରୀଙ୍କୁ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ଟ୍ବିନ୍ ସିଟିରେ ପିକେଟିଂ

    ଟ୍ବିନ୍ ସିଟିରେ  ପିକେଟିଂ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ରାନ୍ୟା ରାଓଙ୍କୁ ଏକ ବର୍ଷ ଜେଲ୍ ଦଣ୍ଡ

    ରାନ୍ୟା ରାଓଙ୍କୁ  ଏକ ବର୍ଷ ଜେଲ୍ ଦଣ୍ଡ

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା