ବରିଷ୍ଠ ନାଗରିକ ତୀର୍ଥ ଯୋଜନା: ସାମିଲ ହେବେ ୮ ହଜାର ଯାତ୍ରୀ

ଭୁବନେଶ୍ବର : ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥ ଯୋଜନାର ଆରମ୍ଭ ହେବ । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହା ରାଜ୍ୟ ପର୍ୟ୍ୟଟନ ବିଭାଗ ଏବଂ ଆଇଆରସିଟିସିର ମିଳିତ ସହଭାଗିତାରେ କାର୍ୟ୍ୟକାରୀ ହେବ।

ପ୍ରତି ପ୍ରର୍ୟ୍ୟାୟ ତୀର୍ଥଯାତ୍ରା ଅବଧି ମୋଟ ୫ ରାତ୍ରି ୬ ଦିନ ମଧ୍ୟରେ ସୀମିତ ରହିବ। ରାଜ୍ୟର ୧୦ଟି ସ୍ଥାନରୁ ଏସ୍କର୍ଟ୍‌ ଅଧିକାରୀଙ୍କ ସମେତ ୮୦୦ ଜଣ ଲେଖାଏଁ ତୀର୍ଥଯାତ୍ରୀ ଯିବେ। ମୋଟ ୮୦୦୦ ତୀର୍ଥ ଯାତ୍ରୀ ଅଯୋଧ୍ୟା-ବାରାଣସୀ, ଉଜ୍ଜୟିନୀ-ଓଁକାରେଶ୍ୱର ଏବଂ ରାମେଶ୍ୱରମ୍-ମଦୁରାଇ ଆଦି ତୀର୍ଥସ୍ଥାନକୁ ତୀର୍ଥଯାତ୍ରାରେ ଯିବେ ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ