ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

ବାଲିପାଟଣା: ଭୁବନେଶ୍ବର ଉପକଣ୍ଠ ବାଲିପାଟଣା ଉପନିବନ୍ଧକ କାର୍ୟ୍ୟାଳୟର କାର୍ୟ୍ୟରତ କର୍ମଚାରୀ ବୁଧବାର ଦିନ ଅପରାହ୍‌ଣରେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି। ବାଗଲପୁର ଗ୍ରାମର ବୁଢ଼ୀ ମା’ ମଙ୍ଗଳା ଟ୍ରଷ୍ଟ ରେଜିଷ୍ଟେସନ କରାଇ ଦେବାକୁ ଲାଞ୍ଚୁଆ ବାବୁ ୪ ହଜାର ଟଙ୍କା ଦାବି କରିଥିଲେ। ଉପନିବନ୍ଧକ ବରିଷ୍ଠ ସହାୟକ ସୁକାନ୍ତ କୁମାର ସିଂ ପୂର୍ବରୁ ଦେଢ଼ ହଜାର ଟଙ୍କା ନେଇ ଥିବା ବେଳେ ଆଜି ଅବଶିଷ୍ଠ ୨ ହଜାର ଟଙ୍କା ନେବା ସମୟରେ ଭିଜିଲାନ୍ସ ଟିମ ଅଫିସ ଭିତରେ ମାଡ଼ି ବସିଥିଲା। ଦୀର୍ଘ ଦିନ ହେଲା କାମ ପାଇଁ ଉପନିବନ୍ଧକ କାର୍ୟ୍ୟାଳୟକୁ ଦୌଡୁଥିଲେ। ବିଭିନ୍ନ ଆଳ ଦେଖାଇ ଲୋକଙ୍କୁ କାମକୁ ଜାଣିଶୁଣି ସ୍ଥଗିତ ରଖା ଯାଇଥାଏ। ମୋଟା ଅଙ୍କର ଲାଞ୍ଚ ନେବା ପରେ ହିତାଧିକାରୀଙ୍କ କାମ ହେଉଥିଲା । ପ୍ରକାଶ ଥାଉ କି କିଛି ବର୍ଷ ତଳେ ବାଲିପାଟଣା ଥାନାରେ ଜଣେ ମହିଳା ପୁଲିସ ଅଫିସର ଲାଞ୍ଚ ନେଇ ଧରା ପଡ଼ିଥିଲେ।

  • Garvita Odia

    Related Posts

    ବନ୍ଦ କୋଠରୀ ଭିତରୁ ମିଳିଲା ଦମ୍ପତିଙ୍କ ଝୁଲନ୍ତା ମୃତଦେହ

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ରାଜନଗର ବ୍ଲକ୍ ଅନ୍ତର୍ଗତ ନଳିତାପାଟିଆ ଗାଁରେ ଏକ ବନ୍ଦ କୋଠରୀ ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ବୁଧବାର ସକାଳୁ ଗ୍ରାମବାସୀ ଉଭୟଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ତାଳଚୁଆ ସାମୁଦ୍ରିକ ଥାନା…

    ବାପା-ମା’ଙ୍କୁ ପଥରରେ ଛେଚି ହତ୍ୟା କଲା ପୁଅ

    ବାରିପଦା: ନିଶାସକ୍ତ ପୁଅର ଉନ୍ମତକାଣ୍ଡ । ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ତଥା ବଡ଼ସାହି ବ୍ଲକ୍ ଅନ୍ତର୍ଗତ ମାନଗୋବିନ୍ଦପୁର ପଞ୍ଚାୟତ ଧନାପାଳରେ ଡବଲ୍ ମର୍ଡର । ରୋଗୀଣା ବୃଦ୍ଧ ବାପା-ମା’ଙ୍କୁ ପଥରରେ ଛେଚି ହତ୍ୟା କଲା ପୁଅ । ମୃତ ବାପା…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ଟ୍ବିନ୍ ସିଟିରେ ପିକେଟିଂ

    ଟ୍ବିନ୍ ସିଟିରେ  ପିକେଟିଂ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ରାନ୍ୟା ରାଓଙ୍କୁ ଏକ ବର୍ଷ ଜେଲ୍ ଦଣ୍ଡ

    ରାନ୍ୟା ରାଓଙ୍କୁ  ଏକ ବର୍ଷ ଜେଲ୍ ଦଣ୍ଡ

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା