ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ:ମନ୍ତ୍ରୀ

ଭୁବନେଶ୍ୱର: କୋଟିଆକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ଲାନ । ଏଥର କେବଳ ଅଧିକାରୀ ନୁହେଁ ନିଜେ ମନ୍ତ୍ରୀ ଯିବେ କୋଟିଆ ।ସୋମବାର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ନିଜ ନିଜ ବିଭାଗର ଯୋଜନା ଓ କାର୍ୟ୍ୟକ୍ରମ ନେଇ କୋଟିଆ ଯିବେ ମନ୍ତ୍ରୀ । କୋରାପୁଟରେ ଆନ୍ଧ୍ରପ୍ରଦେଶର ପ୍ରଭାବ କମିଛି । ପ୍ରଶାସନ ତୀକ୍ଷଣ ନଜର ରଖିଛି । ଗୁଡାଏ କାର୍ୟ୍ୟକ୍ରମ ହାତକୁ ନିଆଯାଇଛି । ସେହିପରି ଖୁଵ ଶୀଘ୍ର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରାର ବଡ କାର୍ୟ୍ୟକ୍ରମ ନେଇ କୋଟିଆ ଯାଉଛନ୍ତି । ଯୋଗାଣ ମନ୍ତ୍ରୀ ମଧ୍ୟ କୋଟିଆ ଯାଇ ରାସନ କାର୍ଡ ବାଣ୍ଟିବେ। ଏବେ ଗଜପତି ଜିଲ୍ଲାର ନିର୍ଦ୍ଦିଷ୍ଟ ଗାଁକୁ ଆନ୍ଧ୍ର ଅଧିକାରୀ ଆସିଥିଲେ ।ଯାହାକୁ ସେଠାର ଲୋକମାନେ ପ୍ରତ୍ୟାଖାନ କଲେ ।ସେ ଜାଗା ଯିବା ପାଇଁ ମୁଁ ଜିଲ୍ଲାପାଳ ସହ କଥା ହେଇଛି । ସେହି ସ୍ଥାନରେ ଏକ ପୋଲିସ ଆଉଟ ପୋଷ୍ଟ କରାଯିବ । ଯାହା ଅନୁପ୍ରବେଶକାରୀଙ୍କୁ ଜଗିବ।

  • Related Posts

    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading
    ସାମ୍ବାଦିକଙ୍କ ସ୍ୱାସ୍ଥ୍ୟକୁ ନେଇ ସରକାର ଦାୟିତ୍ୱବାନ ଅଛନ୍ତି: ସ୍ଵାସ୍ଥ୍ୟ ମନ୍ତ୍ରୀ

    ଭୁବନେଶ୍ଵର : ଆୟୁଷ୍ମାନ ଭାରତ ସହ ସାମ୍ବାଦିକ ସ୍ଵାସ୍ଥ୍ୟ ବୀମା ମିଶିବା ଘଟଣା। ଅସନ୍ତୋଷ ପ୍ରକାଶ ପରେ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ, ଆୟୁଷ୍ମାନ ଯୋଜନାରେ ସାମ୍ବାଦିକଙ୍କୁ ସାମିଲ କରିବା ନେଇ ପ୍ରକ୍ରିୟା ଆରମ୍ଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ